ବ୍ୟକ୍ତିଗତ ଭାବେ ଭୁବନେଶ୍ୱର କୋର୍ଟରେ ହାଜର ହେଲେନି ପୀୟୂଷ, ଓକିଲଙ୍କ ଜରିଆରେ…

ଭୁବନେଶ୍ୱର,୧୨।୧: ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ମଞ୍ଚ ମନା ପ୍ରସଙ୍ଗ ଥମିବାର ନାଁ ଧରୁନାହିଁ। ଭୁବନେଶ୍ୱର କୋର୍ଟରେ ହାଜର ହେବାକୁ କୁହାଯାଇଥିବା ବେଳେ ଆଜି ପୀୟୂଷ ବ୍ୟକ୍ତିଗତ ଭାବେ ହାଜର ହୋଇନାହାନ୍ତି। ଓକିଲଙ୍କ ଜରିଆରେ ପୀୟୂଷ କୋର୍ଟରେ ନିଜ ପକ୍ଷ ରଖିଛନ୍ତି।

ଜାନୁଆରୀ ୧୦ ତାରିଖରେ ପୀୟୂଷଙ୍କୁ ଭୁବନେଶ୍ବର କୋର୍ଟ ଅର୍ଡର କପି ମିଳିଥିଲା। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପି ଦେଇଥିଲେ। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିଲା। ଆଜି ଉଭୟଙ୍କୁ କୋର୍ଟରେ ହାଜର ହେବାକୁ କୁହାଯାଇଥିଲା।

ପୂର୍ବରୁ ପୀୟୂଷ କହିଥିଲେ କୋର୍ଟଙ୍କ ପାଖରୁ ନୋଟିସ ପାଇ ନାହିଁ, ନୋଟିସ ପାଇଁ ଅପେକ୍ଷା କରିଛି ନୋଟିସ ନ ପାଇବା ପର୍ଯ୍ୟନ୍ତ ମୁଁ ମଞ୍ଚ ଚଢିବି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା, ବଢୁଛି ଚାଷୀ ଅସନ୍ତୋଷ

ରୁପ୍ରାରୋଡ,୧୨ା୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ବି ବ୍ଲକର ବିଭିନ୍ନ...

ବିଦ୍ୟାଳୟରେ ପଶି ଅଣଛାତ୍ରଙ୍କ ଆତଙ୍କରାଜ: ଆକ୍ରମଣରେ ଦୁଇ ଛାତ୍ର ଗୁରୁତର

ଗୋପାଳପୁର,୧୨।୧(ନବୀନରାଜ ଆଚାରୀ): ଗତ କିଛିମାସ ହେଲା ନାବାଳକମାନଙ୍କ ଆପରାଧୀକ କାର୍ଯ୍ୟକଳାପ ବଢ଼ିଚାଲିଛି। ସୋମବାର ମଧ୍ୟାହ୍ନରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଫୁଲଟା ଗ୍ରାମସ୍ଥିତ ମା’ ନାରାୟଣୀ ଉଚ୍ଚ...

ଓଲଟିଲା ପୋଲ ବୋଝେଇ ଟ୍ରାକ୍ଟର: ଜଣେ ମୃତ, ୪ ଗୁରୁତର

କବିସୂର୍ଯ୍ୟନଗର,୧୨ା୧ କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ଼ ପାଟଣା ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଏକ ଇଲେକ୍ଟ୍ରି ପୋଲ ବୋଝେଇ...

ଅଧାରୁ କ୍ରିଜ୍ ଛାଡି ପଳାଇବାକୁ ରିଜୱାନଙ୍କୁ କହିଲା ଟିମ୍, ବିଗ୍ ବ୍ୟାଶ୍ ଲିଗ୍‌ରେ ପ୍ରଥମ ଘଟଣା

ନୂଆଦିଲ୍ଲୀ,୧୨।୧: ବିଗ୍ ବ୍ୟାଶ୍ ଲିଗ୍‌ରେ ସୋମବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ମେଲବର୍ଣ୍ଣ ରେନେଗେଡ୍‌ସ ଏବଂ ସିଡନୀ ଥଣ୍ଡର ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ପାକିସ୍ତାନୀ...

୧୩ରେ ନବରଙ୍ଗପୁରରେ ହେବ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର,୧୨।୧ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଜିଲା ବିଜେଡି ସଭାପତି ମନୋହର ରନ୍ଧାରୀ ଭାଜପା ସରକାରଙ୍କ...

ଆଜି ୫ ମହିଳାଙ୍କୁ ଗାଡି ଚାବି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଏହି ଯୋଜନାରେ ମହିଳାଙ୍କୁ କାର୍‌ ଦେଉଛନ୍ତି ସରକାର

ଭୁବନେଶ୍ୱର,୧୨।୧: ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥି ମଧ୍ୟରୁ ପ୍ରାୟ ୫,୬୩୦...

ଦାଉ ସାଧୁଛନ୍ତି ମିଲର: ସରକାରଙ୍କ ହସ୍ତକ୍ଷେପ ପରେ ବି ଉଠୁନି ଧାନ 

ଛତ୍ରପୁର,୧୨।୧(ଦିଲ୍ଲୀପ ସାମଲ): ଧାନ ମଣ୍ଡିରେ ଅଚଳବସ୍ଥା। ଧାନମଣ୍ଡି ଖୋଲାଯାଇଛି ସତ ମାତ୍ର  ହେଲେ ମିଲର ଧାନ ନେଉନି । ପୂର୍ବ ସରକାର ଅପେକ୍ଷା ଅଧିକ କଟନୀ...

କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ: ଚାଳକମାନଙ୍କୁ ସତର୍କ କରାଇବାକୁ ବାଜିବ…

ଜି.ଉଦୟଗିରି, ୧୨।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା କଳିଙ୍ଗା ଘାଟିରେ ଅତ୍ୟଧିକ ଦୁର୍ଘଟଣା ଯୋଗୁ ବହୁ ସଂଖ୍ୟକ ଲୋକେ ପ୍ରାଣ ହରାଇଥିବା ବେଳେ ଦୁର୍ଘଟଣା ଏଡ଼ାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri