OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦ ନମ୍ବର ସ୍ଥାନରେ ରହି ସଫଳତା ହାସଲ କରିଛନ୍ତି । ଏମଏସସି ସାରିବା ପରେ ସେ ଓଡ଼ିଶା ପ୍ରଶାସନିକ ସେବାରେ କାମ କରିବାର ଲକ୍ଷ୍ୟ ରଖିଥିଲେ । ପ୍ରଥମଥର ପରୀକ୍ଷାରେ ସେ କୃତକାର୍ଯ୍ୟ ହୋଇନଥିଲେ ମଧ୍ୟ ଧର୍ଯ୍ୟ ହରା ନହୋଇ ପ୍ରସ୍ତୁତି ଜାରି ରଖିଥିଲେ । ଦ୍ୱିତୀୟ ଥର ପ୍ରଚେଷ୍ଟାରେ ତାଙ୍କୁ ସଫଳତା ମିଳିଛି । ତାଙ୍କ ର଼୍ୟାଙ୍କ ଅନୁଯାୟୀ ଓଡ଼ିଶା ପ୍ରଶାସନିକ ସେବାରେ କାମ କରିବାର ସୁଯୋଗ ମିଳିନପାରେ କିନ୍ତୁ ଆଗକୁ ମଧ୍ୟ ଚେଷ୍ଟା ଜାରି ରହିବ ବୋଲି ସେ କହିଛନ୍ତି। ତାଙ୍କ ସଫଳତା ପଛରେ ଭଗବାନଙ୍କ ଆଶୀର୍ବାଦ, ପରିବାର ଲୋକଙ୍କ ଭଲପାଇବା ଏବଂ ଶିକ୍ଷକ ମାନଙ୍କର ସହଯୋଗ ରହିଥିବା ସେ ପ୍ରକାଶ କରିଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri