Posted inଜାତୀୟ

ପରବର୍ତ୍ତି ନିର୍ବାଚନ ରାହୁଲ ପଡୋଶୀ ଦେଶରୁ ଲଢିବେ: ପିୟୁଷ ଗୋଏଲ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏଥର ଲୋକ ସଭା ନିର୍ବାଚନ ପାଇଁ ୨ଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ତେବେ ସେ ୨ଟି ଯାକ ଆସନରେ ହାରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ପିୟୁଷ ଗୋଏଲ। ସେ କହିଛନ୍ତି, ରାହୁଲ କୌଣସି ପଡୋଶୀ ଦେଶରୁ ଆଗାମୀ ର୍ନିବାଚନ ଲଢିବେ। ସୂଚନାଯୋଗ୍ୟ, ରାହୁଲ ଉତ୍ତର ପ୍ରଦେଶର ଆମେଥି ଓ କେରଳର ଓ୍ବାୟନାଡ ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଏଥର ରାହୁଲ ଗାନ୍ଧୀଙ୍କୁ ପରାସ୍ତ କରିବେ ବୋଲି ମଧ୍ୟ ପିୟୁଷ ମନ୍ତବ୍ୟ ଦେଇଛନ୍ତି। ଠିକ୍‌ ସେହିପରି ଓ୍ବାୟନାଡରୁ ମଧ୍ୟ ରାହୁଲଙ୍କ ପରାଜୟ ସୁନିଶ୍ଚିତ। ରାହୁଲଙ୍କ ଭିତରେ ବାମଦଳଙ୍କ ବିରୋଧରେ ମୁହଁ ଖୋଲିବାର ସାହସ ନାହିଁ। ପୀୟୁଷ ଆହୁରି ମଧ୍ୟ କହିଛନ୍ତି ଯେ ରାହୁଲ ଗାନ୍ଧୀ ଯେତେବେଳେ ଜାଣିପାରିଲେ ଯେ ସେ ଆମେଥିରୁ ହାରିବେ,ସେତେବେଳେ ପରାଜୟ ଭୟରେ ଓ୍ବାୟନାଡ ଆସନକୁ ବାଛିଲେ। ତେଣୁ କେଉଁ ଗୋଟିଏ ଆସନରେ ସେ ବିଜୟ ଲାଭ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୟ ପରେ ଦେୟ ପୂର୍ବରୁ ଦେବାକୁ ପଡିବ ନାହିଁ ଫୋନ ନମ୍ବର, ଗ୍ରାହକ ଫୋରମ ପକ୍ଷରୁ ଆଡଭାଇଜରୀ ଜାରି …

ନୂଆଦିଲ୍ଲୀ,୨୪।୫ : ବର୍ତ୍ତମାନ କ୍ରୟ ପରେ ଦେୟ ପୂର୍ବରୁ ଆଉ ଫୋନ ନମ୍ବର ଦେବାକୁ ପଡିବ ନାହିଁ। ଏନେଇ ଗ୍ରାହକ ଫୋରମ ପକ୍ଷର ଆଡଭାଇଜରୀ ଜାରି...

ନୀତୀଶ-ତେଜସ୍ବୀ ମୁହାଁମୁହିଁ

ପାଟନା, ୨୮।୧୧: ନିର୍ବାଚନ ପ୍ରଚାର ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବଙ୍କୁ କଡ଼ା ସମାଲୋଚନା କରିଥିଲେ।...

ଫେରାଯିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୨୯।୪ : ବେସରକାରୀ କୋଭିଡ୍‌-୧୯ ଟିକାକରଣ କେନ୍ଦ୍ରକୁ ଅବ୍ୟବହୃତ ଟିକା ଫେରାଇବାକୁ କୁହାଯାଇଛି। ଏଥିନେଇ ସେମାନଙ୍କୁ ଦିଆଯାଇଛି ଶୁକ୍ରବାର ପର୍ଯ୍ୟନ୍ତ ସମୟ। ବଳକା ଟିକାଗୁଡ଼ିକୁ ମେ’...

ମଣିପୁର କଳାକାରଙ୍କ ସହ ଗୀତର ତାଳେ ତାଳେ ଝୁମିଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଇମ୍ଫାଲ,୧୯।୨: ମଣିପୁର ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ମଣିପୁରରେ ପ୍ରଥମ ପର୍ଯ୍ୟାୟ ଭୋଟ ଫେବୃଆରୀ ୨୮ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ...

ନିସର୍ଗର ତାଣ୍ଡବ ଆରମ୍ଭ: ଅଲିବାଗରେ ବ୍ୟାପକ କ୍ଷୟକ୍ଷତି

ମୁମ୍ବାଇ, ୩।୬: ସାମୁଦ୍ରିକ ଝଡ଼ ନିସର୍ଗ ମହାରାଷ୍ଟ୍ରର ରାୟଗଡ଼ ଜିଲାର ହରିହରେଶ୍ୱର-ଡାମନ ମଧ୍ୟବର୍ତ୍ତୀ ଅଞ୍ଚଳ ଅଲିବାଗରେ ଭୂପୃଷ୍ଠ ଛୁଇଁଛି। ନିସର୍ଗ ପ୍ରଭାବରେ ଏଠାରେ ଘଣ୍ଟାପ୍ରତି ୧୨୦ରୁ...

କାହିଁକି ଆଶିଷଙ୍କ ଜାମିନ ଖାରଜ ନହେବ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୩ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବିରୋଧରେ ପୀଡ଼ିତ ଚାଷୀ...

ଜାତିଗତ ଜନଗଣନା ପାଇଁ ୩ ରାଜ୍ୟ ସରକାର କରିଛନ୍ତି ଅନୁରୋଧ : ଲୋକ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କ ଉତ୍ତର…

ନୂଆଦିଲ୍ଲୀ,୧୩।୧୨ : ଜାତିଗତ ଭୋଟ ଗଣନାକୁ ନେଇ ଅନେକ ରାଜନୈତିକ ଦଳ ପ୍ରାୟତଃ କେନ୍ଦ୍ର ସରକାରଙ୍କୁ ଘେରି ରହିଥାନ୍ତି। ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ...

୨୬ ଯାତ୍ରୀଙ୍କୁ ବିମାନରୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ କହିଲା ଏୟାର ଫ୍ରାନ୍ସ୍‌

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରୁ ଫ୍ରାନ୍ସ୍‌ ଯାଉଥିବା ଏୟାର ଫ୍ରାନ୍ସ୍‌ର ବିମାନ ଏଫ୍‌-୨୨୫ରୁ ୨୬ଜଣ ଯାତ୍ରୀଙ୍କୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ ବୁଧବାର ସକାଳେ ଅନୁରୋଧ କରାଯାଇଛି। ଯାତ୍ରୀଙ୍କ...

Advertisement
Archives

Model This Week