ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଲେ ପୀୟୂଷ: କହିଲେ…

ଭୁବନେଶ୍ୱର,୬।୧: ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ। ଯାତ୍ରା ସିଂହବାହିନୀ ପକ୍ଷରୁ ମଞ୍ଚସ୍ତ ହୋଇଥିବା ‘ତୁ ମୋ ବଜରଙ୍ଗୀ’ ନାଟକରେ ପୀୟୂଷ ମଞ୍ଚକୁ ଓହ୍ଲାଇଥିଲେ। ଯାଜପୁର ଚଣ୍ଡିଖୋଲଠାରେ ଆୟୋଜିତ ଯାତ୍ରା ମଞ୍ଚରେ ପୀୟୂଷଙ୍କ ଥିଲା ଦମ୍‌ଦାର ଏଣ୍ଟ୍ରି। ଦୀର୍ଘନିନ ପରେ ପୀୟୂଷଙ୍କୁ ଯାତ୍ରା ପେଣ୍ଡାଲରେ ଦେଖି ଖୁସି ବ୍ୟକ୍ତ କରିଥିଲେ ଯାତ୍ରା ପ୍ରେମୀ। ଦୁଇ ମାଲିକଙ୍କଠାରୁ ଟଙ୍କା ନେବା ବିବାଦ ପରେ ଗତ ୬ ମାସ ଧରି ଯାତ୍ରା ମଞ୍ଚରୁ ଦୂରେଇ ଯାଇଥିଲେ ପୀୟୂଷ। ଏହି ବିବାଦ ବିଗତ ଦିନରେ ରାଜ୍ୟରେ ଚହଳ ପକାଇଥିଲା।
ତାଙ୍କୁ ଦେଖିବାକୁ ନାହିଁ ନ ଥିବା ଭିଡ ଦେଖାଦେଇଥିଲା।  ଏହି ସମୟରେ ପୀୟୂଷ କହିଛନ୍ତି, ବହୁତ ଖୁସି ଅଛି। ଦର୍ଶକଙ୍କ ଆଶା ଭଲପାଇବା ଅଛି। ମୁଁ ପୁଣି ମଞ୍ଚକୁ ଫେରିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି।...

Makar Sankranti ୨୦୨୬: ମକର ସଂକ୍ରାନ୍ତିରୁ ମହାଲକ୍ଷ୍ମୀ ରାଜଯୋଗ, ଏହି ୪ ରାଶିର ବ୍ୟକ୍ତି…

ମକର ସଂକ୍ରାନ୍ତି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ମଧ୍ୟରୁ ଗୋଟିଏ, ଯାହା ପ୍ରକୃତି ଏବଂ ବ୍ରହ୍ମାଣ୍ଡର ପରିବର୍ତ୍ତନର ପ୍ରତୀକ। ଏହି ପର୍ବ ବିଶ୍ୱରେ ପ୍ରାକୃତିକ...

kathua Encounter: ଜମ୍ମୁ-କାଶ୍ମୀରର କଠୁଆରେ ଏନକାଉଣ୍ଟର, ଫସି ରହିଛନ୍ତି…

ନୂଆଦିଲ୍ଲୀ,୭।୧: ଜମ୍ମୁ କାଶ୍ମୀରର ଜମ୍ମୁ ଡିଭିଜନର କଠୁଆ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି । ବିଲ୍ଲାୱାର ଅଞ୍ଚଳର କାମଦ...

ଆୟୁଷ୍ମାନ କାର୍ଡରେ ୧୫ ଲକ୍ଷର ଚିକିତ୍ସା କରାଯାଇପାରିବ କି? ମନରେ ଦ୍ୱନ୍ଦ୍ୱକୁ କରନ୍ତୁ ଦୂର…

ନୂଆଦିଲ୍ଲୀ,୭।୧: ସରକାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (PM-JAY)ର ପରିସରକୁ ବଢ଼ାଇ ୭୦ ବର୍ଷ ଏବଂ ତା’ଠାରୁ ଅଧିକ ବୟସ୍କ ସମସ୍ତ ବରିଷ୍ଠ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ...

ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ...

ଦିଗପହଣ୍ଡି ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ, ୪୦୯ ହିତାଧିକାରୀଙ୍କୁ ବିଧାୟକ….  

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ...

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri