ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଲେ ପୀୟୂଷ: କହିଲେ…

ଭୁବନେଶ୍ୱର,୬।୧: ଦୀର୍ଘ ୬ ମାସ ପରେ ପୁଣି ମଞ୍ଚକୁ ଓହ୍ଲାଇଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ। ଯାତ୍ରା ସିଂହବାହିନୀ ପକ୍ଷରୁ ମଞ୍ଚସ୍ତ ହୋଇଥିବା ‘ତୁ ମୋ ବଜରଙ୍ଗୀ’ ନାଟକରେ ପୀୟୂଷ ମଞ୍ଚକୁ ଓହ୍ଲାଇଥିଲେ। ଯାଜପୁର ଚଣ୍ଡିଖୋଲଠାରେ ଆୟୋଜିତ ଯାତ୍ରା ମଞ୍ଚରେ ପୀୟୂଷଙ୍କ ଥିଲା ଦମ୍‌ଦାର ଏଣ୍ଟ୍ରି। ଦୀର୍ଘନିନ ପରେ ପୀୟୂଷଙ୍କୁ ଯାତ୍ରା ପେଣ୍ଡାଲରେ ଦେଖି ଖୁସି ବ୍ୟକ୍ତ କରିଥିଲେ ଯାତ୍ରା ପ୍ରେମୀ। ଦୁଇ ମାଲିକଙ୍କଠାରୁ ଟଙ୍କା ନେବା ବିବାଦ ପରେ ଗତ ୬ ମାସ ଧରି ଯାତ୍ରା ମଞ୍ଚରୁ ଦୂରେଇ ଯାଇଥିଲେ ପୀୟୂଷ। ଏହି ବିବାଦ ବିଗତ ଦିନରେ ରାଜ୍ୟରେ ଚହଳ ପକାଇଥିଲା।
ତାଙ୍କୁ ଦେଖିବାକୁ ନାହିଁ ନ ଥିବା ଭିଡ ଦେଖାଦେଇଥିଲା।  ଏହି ସମୟରେ ପୀୟୂଷ କହିଛନ୍ତି, ବହୁତ ଖୁସି ଅଛି। ଦର୍ଶକଙ୍କ ଆଶା ଭଲପାଇବା ଅଛି। ମୁଁ ପୁଣି ମଞ୍ଚକୁ ଫେରିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି।…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

ଜାତୀୟ ରାଜପଥ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ…

ବଣାଇଁ,୨୧।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ବିରିତୋଳା ନିକଟରୁ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ଜଣେ ଅଚିହ୍ନା ଯୁବକଙ୍କ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri