Posted inଜାତୀୟ

ରେଳବାଇ ଭାରତର ସମ୍ପତ୍ତି, ଏହାର ଘରୋଇକରଣ କେବେ ବି ହେବନାହିଁ: ରେଳମନ୍ତ୍ରୀ

ନୂଆଦିଲ୍ଲୀ,୧୬।୩: ରେଳ ମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ଯେ ରେଳବାଇ ଭାରତର ସମ୍ପତ୍ତି। ଏହାର ଘରୋଇକରଣ କେବେହେଲେ କରାଯିବ ନାହିଁ। ଯାତ୍ରୀମାନଙ୍କୁ ଭଲ ସୁବିଧା ମିଳିବା ଲାଗି ତଥା ରେଳ ମାଧ୍ୟମରେ ଅର୍ଥନୀତିକୁ ମଜଭୂତ କରିବା ଭଳି କାର୍ଯ୍ୟ ଲାଗି ଘରୋଇ କ୍ଷେତ୍ରରୁ ପୁଞ୍ଜି ନିବେଶ କରାଯିବ। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରେଳ ମନ୍ତ୍ରଣାଳୟ ଅଧୀନରେ ଥିବା ଅନୁଦାନର ଦାବି ଉପରେ ଲୋକ ସଭାରେ ହୋଇଥିବା ଆଲୋଚନାର ଉତ୍ତର ଦେଇ ପୀୟୁଷ ଏହା କହିଛନ୍ତି। ଅନେକ ଏମ୍‌ପି ଘରୋଇକରଣ ଏବଂ କର୍ପୋରେଟାଇଜେସନର ଅଭିଯୋଗ କରିଛନ୍ତି। ହେଲେ ଭାରତୀୟ ରେଳ କେବେ ବି ଘରୋଇକରଣ ହେବ ନାହିଁ। ଏହା ସେ ନିଶ୍ଚିତ କରୁଛନ୍ତି ବୋଲି ଗୋୟଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri