ପୁଣି ପୀୟୂଷଙ୍କ ପାଇଁ ବଢ଼ିଲା ଅଡୁଆ: ଆଉ ଚଢ଼ିବେନି ମଞ୍ଚକୁ, ବଢ଼ିଲା …

ଭୁବନେଶ୍ୱର,୧୦।୧: ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିବା ଜଣାପଡ଼ିଛି। ଆସନ୍ତା ୧୨ ତାରିଖରେ ଉଭୟଙ୍କୁ କୋର୍ଟରେ ହାଜର ହେବାକୁ କୁହାଯାଇଛି। ଏ ନେଇ ସିଂହବାହିନୀ ମାଲିକ ସଞ୍ଜୀବ ପାଢ଼ୀ ସୂଚନା ଦେଇଛନ୍ତି।

ପୂର୍ବରୁ ଗତ ୬ ମାସ ପରେ ଯାତ୍ରା ମଞ୍ଚକୁ ଚଢ଼ିଥିଲେ ପୀୟୂଷ। କହିଥିଲେ ଯାତ୍ରା ମଞ୍ଚରୁ ଦୂରେଇ ପାରିବେନି। ନ୍ୟାୟ ପାଳିକା ଉପରେ ବିଶ୍ୱାସ ଅଛି, ଧର୍ମର ଜୟ ହେବ।
ନୋଟିସ ପାଇ ନାହିଁ, ନୋଟିସ ପାଇଁ ଅପେକ୍ଷା କରିଛି ନୋଟିସ ନପାଇବା ପର୍ଯ୍ୟନ୍ତ ମୁଁ ମଞ୍ଚ ଚଢିବି। ଛୋଟିଆ କଥାର ସମାଧାନ ହୋଇ ଗଲେ ଭଲ ହୁଅନ୍ତା କାହା ପାଇଁ ବିବାଦ ମୋ ପାଇଁ ବିପଦ ପାଲଟିଛି। ୨ ବର୍ଷ ପାଇଁ ଯେଉଁ ଏଗ୍ରିମେଣ୍ଟ ଥିଲା ସାର୍ବଜନୀନ ହେବା ଦରକାର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରେ ଖେଳୁଥିବା ସମୟରେ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର କଲେ ୨ ଯୁବକ, ଖୋଜି ଖୋଜି ପହଞ୍ଚିଗଲେ ମା’

ରଣପୁର, ୨୪ା୧(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଗୁରୁବାର ଏକ ଲଜ୍ଜାଜନକ ଘଟଣା ଘଟିଯାଇଛି। ଜଣେ ନାବାଳିକାଙ୍କୁ ୨ଜଣ ଦୁଆରୁ ଡାକି ନେଇ…

ଫଳକରେ ନାମ ନ ରଖିବା ରାଜ୍ୟ ସଭା ପ୍ରତି ଅପମାନ: ଦେବାଶିଷ

କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ନେତାଜୀ ଜୟନ୍ତୀ ଅବସରରେ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ ପରିସରରେ ପୋଷ୍ଟାଲ ଗ୍ୟାଲେରି ଓ ନିକଟରେ ଥିବା ସଂସ୍କୃତି ଭବନକୁ ଉପରାଷ୍ଟ୍ରପତି ଉଦ୍‌ଘାଟନ କରିଥିଲେ।…

ପିଏମ୍‌-ସ୍ବନିଧି ଋଣ ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨୪ା୧ (ବନ୍ଦନା ସେଠୀ): ‘ପିଏମ୍‌-ସ୍ବନିଧି’ ଋଣ ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହେଲା ଓଡ଼ିଶା। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୃଷି ଭବନଠାରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଆସନ୍ତା ସାଧାରଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ

କୋରାପୁଟ,୨୩।୧(ଅମିତାଭ ବେହେରା ): ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲାପ୍ରଶାସନ ପକ୍ଷରୁ କଟକଣା…

ବସ୍‌ ଧର୍ମଘଟ ଡାକରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପ୍ରତ୍ୟାହୃତ ହେଲା…

ଭୁବନେଶ୍ୱର,୨୩।୧: ବସ୍‌ ଧର୍ମଘଟ ଡାକରା ପ୍ରତ୍ୟାହୃତ। ଶନିବାର ଠାରୁ ବସ୍‌ ଧର୍ମଘଟ  ଡାକରା ଦେଇଥିଲା ଘରୋଇ ବସ୍‌ ମାଲିକ ସଂଘ। ମାଲିକ ସଂଘ ବୈଠକ ପରେ ଏହି…

ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!

ଭୁବନେଶ୍ୱର,୨୩।୧: ବିଜେଡିକୁ ଭାରି ପଡ଼ିଲାକି ଅରବିନ୍ଦ ସମର୍ଥକଙ୍କ ମେଳି। ପୁନର୍ବିଚାର କରାଯିବ କହିଲେ ସମର୍ଥକ। ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ପ୍ରତିକ୍ରିୟା ରଖିଛନ୍ତି।…

କେଉଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରନ୍ତି ଅଧିକ ଟଙ୍କା? ଲିଷ୍ଟରେ ଓଡ଼ିଶାର ସ୍ଥାନ…

ନୂଆଦିଲ୍ଲୀ,୨୩।୧: ଜାନୁଆରୀ 2026 ରୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ଯୋଜନା କାର୍ଯ୍ୟକାରୀ କରି ପଞ୍ଜାବ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ…

ପାଟକୁରାରୁ ମାଡିଆସିଲେ ଅରବିନ୍ଦଙ୍କ ଶହ ଶହ ସମର୍ଥକ: ବଢ଼ିଲା ନବୀନ ନିବାସ ସୁରକ୍ଷା

ଭୁବନେଶ୍ୱର,୨୩।୧: ନବୀନ ନିବାସ ଚାରିପଟେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଅରବିନ୍ଦଙ୍କ ସମର୍ଥକ ପାଟକୁରାରୁ ଆସୁଥିବା ସୂଚନା ପରେ ସୁରକ୍ଷା ବଢ଼ିଛି। ଅନ୍ୟପଟେ, ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri