ପିଜୁଳି ଜାମ୍‌

ଆବଶ୍ୟକ ସାମଗ୍ରୀ: ପାଚିଲା ପିଜୁଳି ରସ ଦୁଇ କପ୍‌, ଚିନି ଅଧା କପ୍‌ ଏବଂ ଲେମ୍ବୁ ରସ ଏକ ଟେବୁଲ୍‌ ସ୍ପୁନ୍‌।
ପ୍ରସ୍ତୁତି ପ୍ରଣାଳୀ: ଚୁଲାରେ ନନ୍‌ଷ୍ଟିକ୍‌ ପ୍ୟାନ୍‌ ବସାନ୍ତୁ। ସେଥିରେ ପିଜୁଳି ରସ, ଚିନି ଏବଂ ଲେମ୍ବୁ ରସ ପକାଇ ଧୀରେ ଧୀରେ ଗୋଳାନ୍ତୁ। ୨୦-୨୫ ମିନିଟ୍‌ ପରେ ଏହି ମିଶ୍ରଣ ଧୀରେ ଅଠାଳିଆ ହୋଇଗଲେ ଗ୍ୟାସ୍‌ ବନ୍ଦ କରି ଦିଅନ୍ତୁ। ଏହାକୁ ଥଣ୍ଡା କରିବା ପରେ ଏୟାର ଟାଇଟ୍‌ ବୋତଲରେ ରଖି ଦିଅନ୍ତୁ। ଏହି ଜାମ୍‌ ସମ୍ପୂର୍ଣ୍ଣ କେମିକାଲ ଫ୍ରି ହୋଇଥିବାରୁ ସ୍ବାସ୍ଥ୍ୟ ପ୍ରତି ହିତକର। ଏହାକୁ ଆପଣ ଫ୍ରିଜ୍‌ରେ ରଖି ୧୦-୧୨ ଦିନ ପର୍ଯ୍ୟନ୍ତ ଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶ, ପେଟ ଦରଜ ଦୂର କରେ ଡାଳିମ୍ବ ଚୋପା

ସାଧାରଣତଃ ଆମେ ଫଳ ଖାଇସାରିବା ପରେ ଏହାର ଚୋପା ଫିଙ୍ଗି ଦେଇଥାଉ। ଯେଉଁଥିରେ କି ଔଷଧୀୟ ଗୁଣ ଭରି ରହିଥାଏ। ଏହି ଯେମିତି ଡାଳିମ୍ବ ଖାଇ...

କରୋନା ସଂକ୍ରମଣ: କେଉଁ ଖାଦ୍ୟ ଖାଇଲେ ବଢ଼ିବ ରୋଗପ୍ରତିରୋଧକ ଶକ୍ତି

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ନେଇ ଭିନ୍ନ ଭିନ୍ନ ଗୁଜବ ମଧ୍ୟ ଉଠୁଛି। କେହି କେହି...

ଆଣ୍ଟିବାୟୋଟିକ୍‌ ଖାଉଥିଲେ…

କେତେକ ରୋଗର ଚିକିତ୍ସା ସମୟରେ ଡାକ୍ତର ମେଡିସିନ୍‌ ସହ ଆଣ୍ଟିବାୟୋଟିକ ଖାଇବାକୁ ପରାମର୍ଶ ଦିଅନ୍ତି। କିନ୍ତୁ ଅଳ୍ପ କେତେଜଣ ବ୍ୟକ୍ତି ସାମାନ୍ୟ ଦେହ ଖରାପ ହେଲେ...

ରୋଗ ପ୍ରତିରୋଧକ ଶକ୍ତି ବଢାଏ ଡାଲି ପାଣି

ଡାଲିକୁ ପ୍ରୋଟିନ୍‌ର ପାୱାର୍‌ ହାଉସ୍‌ ବୋଲି କୁହାଯାଏ। ତନ୍ମଧ୍ୟରୁ ମୁଗଡାଲି ଅନ୍ୟତମ। ଏଥିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ...

ଯିଏ ପ୍ରେମର ବାସ୍ତବ ଅର୍ଥ ବୁଝିଛି, ସେ ଭଗବାନଙ୍କୁ ପାଇ ସାରିଛି: ଜାଣନ୍ତୁ ମନୁଷ୍ୟକୁ କେଉଁ ମୂଲ୍ୟବୋଧ ବିଷୟରେ କହିଛନ୍ତି ଚାଣକ୍ୟ

ଚାଣକ୍ୟ ନୀତିର ଶିକ୍ଷା ଜୀବନର ପ୍ରତିଟି ସୋପାନରେ କାମରେ ଆସିଥାଏ। ଏହାକୁ ଅଧ୍ୟୟନ କରିବା ଦ୍ୱାରା ବ୍ୟକ୍ତିକୁ କେବେ ବି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ି...

ଗର୍ଭାବସ୍ଥାରେ କେମିତି ଶୋଇବା ଉଚିତ୍‌ ଜାଣନ୍ତୁ

ସାଧାରଣତଃ ଗର୍ଭାବସ୍ଥାରେ ମହିଳାମାନଙ୍କର ବିଶେଷ ଯତ୍ନ ନେବାକୁ ପଡ଼ିଥାଏ। ଗର୍ଭବତୀ ମହିଳା ନିଜକୁ ସାମାନ୍ୟ ଅଣଦେଖା କଲେ ଏହାର କୁପ୍ରଭାବ ଉଭୟ ମାଆ ଓ ଗର୍ଭସ୍ଥ...

ମାଂସପେଶୀକୁ ଦୃଢ଼ ରଖିବ ଡିଭାଇସ୍‌

ମାଂସପେଶୀକୁ ଦୃଢ଼ ରଖିବା ପାଇଁ ଏକ ଉନ୍ନତ ଜ୍ଞାନକୌଶଳବିଶିଷ୍ଟ ଡିଭାଇସ ପ୍ରସ୍ତୁତ କରାଯାଇଛି। ୟୁନିଭର୍ସିଟି ଅଫ କୁଇନସଲ୍ୟାଣ୍ଡର ବିଶେଷଜ୍ଞମାନେ ବ୍ୟାଣ୍ଡ ଆକାରର ଏପରି ଡିଭାଇସ୍‌ ତିଆରି...

ଗଣ୍ଠି ଯନ୍ତ୍ରଣା ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ମେଥି ଶାଗ

ପ୍ରାୟ ସମସ୍ତଙ୍କୁ ଶାଗ ଖାଇବା ପସନ୍ଦ। ଅନେକ ଉପାଦେୟ ଗୁଣରେ ଭରପୂର ଥାଏ ଶାଗ। କେଶ ସମସ୍ୟାରୁ ନାନାଦି ରୋଗ ପାଇଁ ଶାଗ ଖାଇବା ଲାଭଦାୟକ।...

Advertisement
Archives

Model This Week