Posted inଜାତୀୟ

ଓଡ଼ିଆ ପୁଅ ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପୁନଃନିଯୁକ୍ତି

ନୂଆଦିଲ୍ଲୀ,୧୩ା୬: ଓଡ଼ିଆ ପୁଅ ପ୍ରମୋଦ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବରେ ପୁନଃନିଯୁକ୍ତି କରାଯାଇଛି। ତାଙ୍କର ନିଯୁକ୍ତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ସହିତ ଜାରି ରହିବ କିମ୍ବା ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିନାହିଁ। ଏହି ସମୟରେ ତାଙ୍କୁ କ୍ୟାବିନେଟରେ ମନ୍ତ୍ରୀ ପାହ୍ୟା ଦିଆଯିବ। ଗୁରୁବାର କେନ୍ଦ୍ର କ୍ୟାବିନେଟ ଏହି ନିଷ୍ପତି ଉପରେ ମୋହର ମାରିଛି।

ସେହିପରି ଅଜିତ ଡୋଭାଲ ଜାତୀୟ ସୁରକ୍ଷା ପରାମର୍ଶଦାତା ଭାବେ କାର୍ଯ୍ୟ ଜାରି ରଖିବେ। ତୃତୀୟ ଥର ପାଇଁ ସେ ଏହି ପାଦରେ ନିଯୁକ୍ତ ହୋଇଥିଲା ବେଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହେବା ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ।

ସେହିଭଳି ଅମିତ ଖରେ ଏବଂ ତରୁଣ କପୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି। ଭାରତ ସରକାରଙ୍କ ସଚିବ ପଦବୀରେ ଏବଂ ସ୍କେଲରେ ଦୁଇ ବର୍ଷ ପାଇଁ ସେମମାନଙ୍କ ନିଯୁକ୍ତି କରାଯାଇଛି, ଯାହା ୧୦.୦୬.୨୦୨୪ ରୁ କାର୍ଯ୍ୟକାରୀ ହେବ ପରବର୍ତ୍ତୀ ନିର୍ଦେଶ ନ ଆସିବା ପର୍ଯ୍ୟନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?