Posted inଜାତୀୟ

୨୦୨୪ରେ ନିର୍ବାଚନ ଲଢ଼ିବେ ପିକେ..

ମୁଜାଫରପୁର,୧୯।୯ : ବିଗତ ଏକ ବର୍ଷ ଧରି ବିହାରର ବିଭିନ୍ନ ଜିଲାରେ ଜନ ସୁରାଜ ପଦଯାତ୍ରା କରୁଥିବା ପ୍ରଶାନ୍ତ କିଶୋର(ପିକେ) ଏବେ ମୁଜାଫରପୁର ଜିଲାରେ ଅଛନ୍ତି। ସେ କ୍ରମାଗତ ଭାବରେ ମୁଜାଫରପୁରର ବିଭିନ୍ନ ଅଞ୍ଚଳରେ ପଦଯାତ୍ରା କରୁଛନ୍ତି ଏବଂ ଲୋକଙ୍କୁ ଭେଟୁଛନ୍ତି। ମଙ୍ଗଳବାର ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ସେ ୨୦୨୪ରେ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ବିଷୟରେ ଏକ ବଡ଼ ଘୋଷଣା କରିଛନ୍ତି।

ସେ କହିଛନ୍ତି ଯଦି ନେତା ଏବଂ ଦଳମାନଙ୍କୁ ପରାମର୍ଶ ଦେଇ ପ୍ରଶାନ୍ତ କିଶୋର ଜିତିପାରିବେ, ତେବେ ମୋ ଉପରେ ବିଶ୍ୱାସ ରଖନ୍ତୁ ମୁଁ ବିହାରର ଲୋକମାନଙ୍କୁ ମଧ୍ୟ ଜିତାଇ ପାରିବି। ଏହି ସମଗ୍ର ଅଭିଯାନରେ ମୁଁ କହିଛି ଆମେ ଜନସାଧାରଣଙ୍କ ମଧ୍ୟରେ ଏପରି ଲୋକଙ୍କୁ ଖୋଜି ସେମାନଙ୍କୁ ନିର୍ବାଚନରେ ଛିଡ଼ା କରାଇ ବିଜୟୀ କରାଇବୁ। ଜଣେ ସଚ୍ଚୋଟ ବ୍ୟକ୍ତି ବିଜୟୀ ହେଲେ ରାଜ୍ୟ ତଥା ଦେଶର ପରିସ୍ଥିତି ସୁଧୁରିବ।

ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ସମ୍ପୂର୍ଣ୍ଣ ଜନସାଧାରଣଙ୍କ ଉପରେ ନିର୍ଭର କରିବ। ଯଦି ଲୋକମାନେ ନିଷ୍ପତ୍ତି ନିଅନ୍ତି ସେମାନେ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ, ତେବେ ଆମେ ସେମାନଙ୍କୁ ସାହାଯ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri