Posted inଜାତୀୟ

ପିକେଙ୍କ ଜନ ସୁରାଜ ଯାତ୍ରା ଭାଜପା ଦ୍ୱାରା ପ୍ରାୟୋଜିତ, ଲଲନଙ୍କ ଅଭିଯୋଗ…

ପାଟନା,୩।୧୦ :ଜନତା ଦଳ ୟୁନାଇଟେଡର ରାଷ୍ଟ୍ରୀୟ ଅଧ୍ୟକ୍ଷ ରାଜୀବ ରଞ୍ଜନ ଓରଫ ଲଲନ ସିଂ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ)ଙ୍କ ଜନ ସୁରାଜ ଯାତ୍ରାକୁ ଭାଜପା ଦ୍ୱାରା ପ୍ରୟୋଜିତ ବୋଲି କହିଛନ୍ତି। ଲଲନ ସିଂଙ୍କ କହିବାନୁସାରେ, ଏଭଳି ଏକ ପୁରୁଣା ପାର୍ଟି ହେବା ପରେ ମଧ୍ୟ ଜନତା ଦଳ ୟୁନାଇଟେଡ କିମ୍ବା ରାଷ୍ଟ୍ରୀୟ ଜନତା ଦଳ ଆଜି ପର୍ଯ୍ୟନ୍ତ ଖବରକାଗଜରେ ଜ୍ୟାକେଟ ବିଜ୍ଞାପନ ଦେଇନାହାଁନ୍ତି।

ଯେଉଁଠାରେ ପ୍ରଶାନ୍ତ କିଶୋର ଏହି ବିଜ୍ଞାପନ ବଦଳରେ ସମସ୍ତ ଖବରକାଗଜକୁ ନଗଦ ଅର୍ଥ ପ୍ରଦାନ କରିଥିଲେ। ତାଙ୍କ ପାଖରେ ଏତେ ଟଙ୍କା କେଉଁଠୁ ଆସୁଛି? ବୋଲି ସେ ପ୍ରଶ୍ନ କରିଛନ୍ତି।

ଭାଜପା ଜାଣିଶୁଣି ଏହି ଆର୍ଥିକ ସହାୟତା ପ୍ରଦାନ କରିଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri