Posted inଖେଳ

ଆଜି ରାଜସ୍ଥାନ-ଗୁଜରାଟ ମୁହାଁମୁହିଁ

ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମୁହାଁମୁହିଁ ହେବେ। ସନ୍ଧ୍ୟା ୭ଟା୩୦ରେ ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ଏହି ଦୁଇଟି ଟିମ୍‌ ଏପର୍ଯ୍ୟନ୍ତ ଆଇପିଏଲରେ ୪ ଥର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଜରାଟ ୩ଟି ଏବଂ ରାଜସ୍ଥାନ ଗୋଟିଏରେ ବିଜୟୀ ହୋଇଛି।

ବର୍ତ୍ତମାନ ଗୁଜୁରାଟ ଟାଇଟାନ୍ସ ଏକ ନମ୍ବରରେ ଏବଂ ରାଜସ୍ଥାନ ରୟାଲ୍ସ ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନରେ ରହିଛି। ଉଭୟ ଦଳ ଏ ପର୍ଯ୍ୟନ୍ତ ୯-୯ ମ୍ୟାଚ ଖେଳିଛନ୍ତି। ଏଥିରେ ଗୁଜୁରାଟର ୬ଟି ବିଜୟ ଏବଂ ରାଜସ୍ଥାନର ୫ଟି ବିଜୟ ରହିଛି। ଗୁଜୁରାଟରେ ୧୨ ପଏଣ୍ଟ ସହିତ +୦.୫୩୨ 0.532ର ନେଟ ରନ ଥିବାବେଳେ ରାଜସ୍ଥାନରେ ୧୦ ପଏଣ୍ଟ ଏବଂ ନେଟ ରନ ହାର + ୦.୮୦୦ ରହିଛି। ଉଭୟ ଦଳ ଏପର୍ଯ୍ୟନ୍ତ ଭଲ ଫର୍ମରେ ଅଛନ୍ତି, ତେଣୁ ଏହି ମ୍ୟାଚରେ କେଉଁ ଦଳ ଜିତିବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri