ଯୁଦ୍ଧକାଳୀନ ଆଇନ ପ୍ରଣୟନ ପାଇଁ ଜିନପିଙ୍ଗ ସରକାରଙ୍କୁ ପିଏଲଏର ଆହ୍ବାନ…

ବେଜିଂ,୧୧।୩ : ତାଇୱାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ତିକ୍ତତା ଏପର୍ଯ୍ୟନ୍ତ କମିନାହିଁ। ଏହି ସମୟରେ ଦେଶର ସାର୍ବଭୌମତ୍ୱ ତଥା ଜାତୀୟ ସ୍ବାର୍ଥ ରକ୍ଷା ପାଇଁ ଆବଶ୍ୟକ ହେଲେ ଯୁଦ୍ଧକାଳୀନ ଆଇନ ପ୍ରଣୟନ କରିବାକୁ ଚାଇନା ସୈନ୍ୟବାହିନୀ ସରକାରଙ୍କୁ ଆହ୍ବାନ ଦେଇଛି।

ଚାଇନା ସଂସଦରେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ)ର ପ୍ରତିନିଧୀମାନେ ନ୍ୟାଶନାଲ ପିପୁଲ୍ସ କଂଗ୍ରେସ (ଏନପିସି)ର ଅଧିବେଶନରେ ଏଭଳି ଆଇନ ପ୍ରଣୟନ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛି ବୋଲି ହଂକଂ ଭିତ୍ତିକ ଖବରକାଗଜ ସାଉଥ ଚାଇନା ମର୍ନିଂ ପୋଷ୍ଟ ରିପୋର୍ଟ କରିଛି। ଶାସକ କମ୍ୟୁନିଷ୍ଟ ପାର୍ଟି (ସିପିସି)ର ଏନପିସିରେ ବହୁ ସଂଖ୍ୟକ ପିଏଲଏ ପ୍ରତିନିଧୀ ଅଛନ୍ତି। ସେମାନେ ପାର୍ଟି ପ୍ରସ୍ତାବର ନିୟମିତ ଅନୁମୋଦନ ପାଇଁ ରବର ଷ୍ଟାମ୍ପ ଭାବରେ ଜଣାଶୁଣା।

ଯୁଦ୍ଧକାଳୀନ ଆଇନ ପ୍ରଣୟନ କରିବାକୁ ଜିଦ ଧରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଥିବା ପିଏଲଏ ଡେପୁଟି ୱୁ ସିହୁଆ କହିଛନ୍ତି ଯେ ସେନା ପାଇଁ ଏହି ଆଇନ ପ୍ରସ୍ତୁତକୁ ତ୍ୱରାନ୍ବିତ କରିବା ଉଚିତ। ଅନ୍ୟ ଜଣେ ପିଏଲଏର ଡେପୁଟି ୟେ ଡାବିନ କହିଛନ୍ତି ଯେ ଯୁଦ୍ଧ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମେ ଯୁଦ୍ଧକାଳୀନ ଆଇନକୁ ଠିକ ସମୟରେ ଏବଂ ବ୍ୟବସ୍ଥିତ ଢଙ୍ଗରେ ଅଧ୍ୟୟନ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri