ନବରାତ୍ରିରେ ଦୁର୍ଗାଙ୍କ ମୂର୍ତ୍ତି ଏହି ସ୍ଥାନରେ ରଖି କରନ୍ତୁ ପୂଜା: ଚମକିବ ଭାଗ୍ୟ

ନବରାତ୍ରିର ନଅ ଦିନରେ, ମା’ଙ୍କ ନଅ ପ୍ରକାରର ପୂଜା ହୋଇଥାଏ। ଘରେ ମା’ଙ୍କ ପୂଜା କରିବା ଦ୍ୱାରା ସମସ୍ତ ପ୍ରକାରର ନକାରାତ୍ମକ ଶକ୍ତି ଦୂର ହୁଏ। ନବରାତ୍ରି ଦିନ, ଠିକ୍‌ ଦିଗରେ ମା’ଙ୍କ ପ୍ରତିମା ସ୍ଥାପନ କରିବା ଏବଂ ଭଲଭାବେ ପୂଜା କରିବା ପ୍ରଗତିର ରାସ୍ତା ଦେଖାଇବା ସହ ଭାଗ୍ୟ ଚମକିଥାଏ। ତେଣୁ ଜାଣନ୍ତୁ ମା’ଙ୍କ ମୂର୍ତ୍ତିଗୁଡ଼ିକ ଘରର କେଉଁ ଦିଗରେ ରଖି ପୂଜା କଲେ ଶୁଭଫଳ ମିଳିଥାଏ।

ଦେବୀ ଭଗବତୀଙ୍କ ପ୍ରତିମୂର୍ତ୍ତିକୁ ଘରର ଉତ୍ତର-ପୂର୍ବ ଦିଗରେ ସ୍ଥାପନ କରନ୍ତୁ।

ଯେଉଁଠାରେ ଆପଣ ପୂଜାପାଠ କିମ୍ବା ମୂର୍ତ୍ତି ସ୍ଥାପନ କରୁଛନ୍ତି, ତା’ର ବାହାରେ ହଳଦୀ କିମ୍ବା ସିନ୍ଦୁରରେ ସ୍ବସ୍ତିକ ଚିହ୍ନ କରନ୍ତୁ ।

୩ ଇଞ୍ଚରୁ ବଡ଼ ପ୍ରତିମୂର୍ତ୍ତିକୁ ଘରେ ରଖିବା ଉଚିତ ନୁହେଁ , ମୂର୍ତ୍ତିର ରଙ୍ଗ ହାଲୁକା ହଳଦିଆ, ସବୁଜ କିମ୍ବା ଗୋଲାପୀ ରହିବା ଉଚିତ ।

ନବରାତ୍ରିର ନବମ ଦିନରେ ଘରେ ଯଜ୍ଞ କରନ୍ତୁ।

ଘରେ ବାସ୍ତୁଦୋଷ କାଟିବା ପାଇଁ ନବମୀ କିମ୍ବା ଦଶହରାରେ ୧୦ଟି ଦୀପ ଜାଳନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri