ବିମାନ ଦୁର୍ଘଟଣା: ୨ ମହିଳାଙ୍କ ସମେତ ୪ ମୃତ

ଓ୍ବାଶିଂଟନ,୭ା୪: ଫ୍ଲୋରିଡାର ଗଲ୍ଫ କୋଷ୍ଟ ନିକଟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପୋଲିସ ସୂଚନା ଦେଇଛି।

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରେ ଦୁଇ ମହିଳା ଥିଲେ। ବର୍ତ୍ତମାନ ପୋଲିସ ସମସ୍ତ ମୃତଦେହ ଉଦ୍ଧାର କରିଛି। ଭେନିସ ପୋଲିସର କ୍ୟାପଟେନ ଆଣ୍ଡି ଲାଇସେରିଙ୍ଗ କହିଛନ୍ତି, ଘଟଣାସ୍ଥଳରେ ଉପସ୍ଥିତ ଲୋକମାନେ ୯୧୧କୁ ଫୋନ କରି ବିମାନ ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ପାଇପର୍‌ ପିଏ-୩୨ ଆର୍‌ ବିମାନଟି ଭେନିସ ବିମାନବନ୍ଦରରୁ ଉଡ଼ାଣ କରି ପଶ୍ଚିମ ଦିଗରେ ମେକ୍ସିକୋ ଗଲ୍ଫରେ ୨୩ଫୁଟ ଉଚ୍ଚରୁ ପାଣିକୁ ଖସି ପଡ଼ିଥିଲା। ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୪ ଜଣଙ୍କୁ ଅଧିକାରୀମାନେ ଚିହ୍ନଟ କରିଛନ୍ତି। ସେମାନେ ହେଲେ ଓ୍ବିଲିୟମ ଜେଫ୍ରି ଲମ୍ପକିନ(୬୪), ପାଟ୍ରିସିଆ ଲମ୍ପକିନ(୬୮) ରିକି ଜୋ ବିଭର(୬୦) ଏବଂ ଏଲିଜାବେଥ ଆନ୍‌ ବିଭର (୫୭)।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri