ବିମାନ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୮ ଜୀବନ

କଲମ୍ବିଆ,୨୨।୧୧: କଲମ୍ବିଆରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ଏକ ଆବାସିକ ଅଞ୍ଚଳରେ ଖସିପଡିଥିଲା। ବିମାନରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ଘଟିଛି। କଲମ୍ବିଆର ଦ୍ୱିତୀୟ ବୃହତ୍ତମ ସହର ମେଡେଲିନରେ ଏହି ବିମାନ ଦୁର୍ଘଟଣା ଘଟିଛି। ବିମାନଟି ଓଲା ହେରେରା ବିମାନ ବନ୍ଦରରୁ ବିମାନ ଉଡ଼ାଣ କରିଥିଲା। ବିମାନ ଖସିବା ପୂର୍ବରୁ ଇଞ୍ଜିନ ଖରାପ ବିଷୟରେ ପାଇଲଟ ନିକଟତମ ଏଟିସିକୁ ସୂଚନା ଦେଇଥିଲେ। କିଛି ସମୟ ପରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରୁ ଘନ ଘନ କଳା ଧୂଆଁ ଉଠୁଥିବା ଦେଖାଯାଇଥିଲା। ମୃତକଙ୍କ ମଧ୍ୟରେ ୪ ଜଣ ଯାତ୍ରୀ ଏବଂ ଦୁଇ ଜଣ କ୍ରୁ ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri