ବିଲ୍ଡିଂରେ ମାଡ଼ ହୋଇ କ୍ରାଶ୍‌ ହେଲା ବିମାନ: ୨ ମୃତ, ୧୮ ଆହତ

କାଲିଫର୍ନିଆ,୩।୧: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦକ୍ଷିଣ କାଲିଫର୍ନିଆର ଏକ ବ୍ୟବସାୟିକ ବିଲ୍ଡିଂରେ ବିମାନ ମାଡ଼ ହୋଇ କ୍ରାଶ୍‌ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୧୮ଜଣ ଆହତ ହୋଇଥିବା କୁହାଯାଉଛି।
ଫେଡେରାଲ ଆଭିଏସନ ଆଡମିନିଷ୍ଟ୍ରେସନ ବିମାନକୁ ଏକକ ଇଞ୍ଜିନ ୱାନ ଆର୍‌ଭି-୧୦ ବୋଲି ଚିହ୍ନଟ କରିଛି। ଡିସ୍ନିଲ୍ୟାଣ୍ଡ ଠାରୁ ପ୍ରାୟ ୬ କିଲୋମିଟର ଦୂରରେ ଥିବା ଫୁଲରଟନ ମ୍ୟୁନିସିପାଲିଟି ବିମାନବନ୍ଦର ନିକଟରେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri