Posted inଜାତୀୟ

ରନ୍‌ଓ୍ବେ ବାହାରକୁ ପଳାଇଲା ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ…

ଜବଲପୁର, ୧୨।୩ : ମଧ୍ୟପ୍ରଦେଶର ଜବଲପୁର ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଅବତରଣ କରିବା ସମୟରେ ନିୟନ୍ତ୍ରଣ ହରାଇ ବସିଥିଲା। ଫଳରେ ବିମାନଟି ରନ୍‌ଓ୍ବେ ବାହାରକୁ ଚାଲି ଯାଇଥିଲା। ତେବେ ବିମାନର କୌଣସି କ୍ଷତି ହୋଇ ନଥିବାବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି।

ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ମାତ୍ର ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଡ଼ ଧରଣର ଦୁର୍ଘଟଣା ହେବାରୁ ବିମାନଟି ସରୁକ୍ଷିତ ରହିପାରିଥିଲା।

ବିମାନରେ ୫୪ ଜଣ ଯାତ୍ରୀ ଥିଲେ। ଏଭଳି କିଭଳି ହେଲା ତାହାର ତଦନ୍ତ ଜାରି ରହିଛି। ବିମାନ ଇ-୬ ଦିଲ୍ଲୀରୁ ଜବଲପୁରର ଡୂମନ ବିମାନ ବନ୍ଦରରେ ବିମାନଟି ଅବତରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri