ମଝି ଆକାଶରେ ବିମାନ ଟଳମଳ, ୩୬ ଯାତ୍ରୀ ଆହତ…

ହନୋଲୁଲୁ,୧୯।୧୨ : ଫେନିକ୍ସରୁ ହନୋଲୁଲୁ ଅଭିମୁଖେ ଉଡାଣ କରୁଥିବା ହାୱାଇ ଏୟାରଲାଇନ୍ସର ବିମାନରେ ଏୟାର ଟର୍ବୁଲାନ୍ସ ବଢ଼ିବା ଯୋଗୁ ମଝି ଆକାଶ ଟଳମଳ ହୋଇଛି। ଏହା ଦ୍ୱାରା ୩୬ ଜଣ ଯାତ୍ରୀ ଆହତ ହୋଇଛନ୍ତି। ୧୧ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ବିମାନଟି ହନୋଲୁରୁ ୩୦ ମିନିଟ ଦୂରରେ ଥିବାବେଳେ ଏହି ଘଟଣା ଘଟିଥିଲା। ଆହତଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ମାନଙ୍କ ଅବସ୍ଥା ସ୍ଥିର ଥିବା ହନୋଲୁଲୁ ଜରୁରୀକାଳୀନ ଚିକିତ୍ସା ସେବା କହିଛି। ରବିବାର ୧୧ ଟା ସମୟରେ ଏହି ଘଟଣା ସମ୍ପର୍କରେ ସୂଚନା ମିଳିଥିବା କୁହାଯାଇଛି।

ବିମାନ ଟଳମଳ ହେବାରୁ ବହୁ ଯାତ୍ରୀ ସିଟ ବେଲ୍ଟ ବାନ୍ଧିବାର ସୁଯୋଗ ପାଇ ନ ଥିଲେ। ଦୁର୍ଘଟଣା ସମୟରେ ବିମାନରେ ୨୮୭ ଯାତ୍ରୀ ଏବଂ ୧୦ ଜଣ କ୍ରୁ ମେମ୍ବର ଥିଲେ। ଯାତ୍ରୀ ଏବଂ ତିନି ଜଣ କ୍ରୁ ସଦସ୍ୟଙ୍କୁ ଅଧିକ ଚିକିତ୍ସା ପାଇଁ ଅନ୍ୟ ଡାକ୍ତରଖାନାକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?