Posted inଜାତୀୟ

ବିମାନ ହେଲା ଦୁଇ ଫାଳ…

ପୁଣେ,୨୫।୭ : ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟା ୩୦ ରେ ମହାରାଷ୍ଟ୍ରର ପୁଣେ ଜିଲାର ଇନ୍ଦପୁର ତାଲୁକା ଅନ୍ତର୍ଗତ କଦବନୱାଡି ଗ୍ରାମରେ ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ୨୨ ବର୍ଷୀୟ ମହିଳା ପାଇଲଟ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ବିମାନଟି ଦୁଇ ଫାଳ ହୋଇ ଯାଇଛି।

ଏହି ଘଟଣାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। କୁହାଯାଉଛି ଯେ ବିମାନଟି ଚାଷଜମିରେ ପଡ଼ିବା ସମୟରେ କୃଷକମାନେ କାମ କରୁଥିଲେ। ଲୋକମାନେ କହିଛନ୍ତି ଯେ ଦୁର୍ଘଟଣା ପରେ ସେଠାରେ କାର୍ଯ୍ୟ କରୁଥିବା କୃଷକମାନେ ଭୟଭୀତ ହୋଇ ଦୌଡ଼ି ପଳାଇଥିଲେ।

ଏହି ଘଟଣା ସମ୍ପର୍କରେ ସୂଚନା ଦେଇ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) କହିଛନ୍ତି ଯେ ପ୍ରଶିକ୍ଷକ ପାଇଲଟଙ୍କ ନାମ ଭାବିକା ରାଥୋଡ ସେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ବିମାନଟି କାଓର୍‌ବର ଆଭିଏଶନ ବାରାମାଟିର। ବିଦ୍ୟୁତ ଯୋଗାଣରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷର ପ୍ରତୀକ୍ଷା ପରେ ସେନାକୁ ମିଳିବ ଆସଲ୍ଟ ରାଇଫଲ୍‌: ଖର୍ଚ୍ଚ ହେବ ୬୩୮ କୋଟି

ନୂଆଦିଲ୍ଲୀ,୧୪।୧୨: ଭାରତୀୟ ସେନାକୁ ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ୨୦୨୦ ଫେବୃୟାରୀରେ ଆମେରିକାରେ ନିର୍ମିତ ଆସଲ୍ଟ ରାଇଫଲ୍‌ ମିଳିବ। ପ୍ରଥମ ପର୍ଯ୍ୟାୟରେ ଆମେରିକା କମ୍ପାନୀ...

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର...

କଶ୍ମୀର ପାଇଁ ୧.୪୨ ଲକ୍ଷ କୋଟିର ବଜେଟ

ନୂଆଦିଲ୍ଲୀ,୧୫।୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ୨୦୨୨-୨୩...

ଯୁବତୀଙ୍କୁ ରକ୍ତ ଦେଲେ ଯବାନ

ଶ୍ରୀନଗର,୨୪।୧୧: ଭାରତୀୟ ସେନାର ଯବାନମାନେ ଲୋକଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦିଅନ୍ତି। ନିଜ ଜୀବନ ପ୍ରତି ଧ୍ୟାନ ନ ଦେଇ ଲୋକଙ୍କୁ ରକ୍ଷା...

ନିୟମ ଉଲ୍ଲଂଘନ ଅଭିଯୋଗରେ ତିଲକ ନଗରର ୫ମାର୍କେଟ ସିଲ୍‌

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା କମିଯାଇଛି। ଏଥିପାଇଁ ରାଜ୍ୟକୁ ସରକାର ଅନ୍‌ଲକ୍‌ କରିଛନ୍ତି। ହେଲେ ଦିଲ୍ଲୀ ମାର୍କେଟରେ ଲୋକମାନେ କୋଭିଡ-୧୯ର ସମସ୍ତ ନିୟମ...

ବିହାରରେ ଲାଗି ରହିଛି ପୋଷ୍ଟର ଓ୍ବାର

ପାଟନା,୪।୧: ବିହାରରେ ଚଳିତ ବର୍ଷ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ...

୧୨୧ ବର୍ଷର ରେକର୍ଡ ଭାଙ୍ଗିଲା ତାତି, ୯ ରାଜ୍ୟରେ ଲୁ ଚେତାବନୀ …

ନୂଆଦିଲ୍ଲୀ, ୨।୪ : ଚଳିତ ବର୍ଷ ଦେଶରେ ତାତି ୧୨୧ ବର୍ଷର ରେକର୍ଡ ଭାଙ୍ଗିଛି। ୧୯୦୧ ମସିହା ପରେ ପ୍ରଥମ ଥର ପାଇଁ ମାର୍ଚ୍ଚ ମାସରେ...

ମଙ୍ଗଳସୂତ୍ର ବନ୍ଧାରଖି କିଣିଲେ ଟିଭି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବାଙ୍ଗାଲୋର, ୧।୮: କରୋନା ଭାଇରସ ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ପାଇଁ ସମଗ୍ର ଦେଶରେ ସ୍କୁଲ, କଲେଜ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ପିଲାମାନେ ଟିଭି...

Advertisement
Archives

Model This Week