ପ୍ଲାନେଟାରିୟମ: ୩୨ ବର୍ଷରେ ସର୍ବାଧିକ ଆୟ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ):ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ପଠାଣି ସାମନ୍ତ ପ୍ଲାନେଟାରିୟମକୁ ଦର୍ଶକଙ୍କ ସୁଅ ଛୁଟିବାରେ ଲାଗିଛି। ରବିବାର ପ୍ଲାନେଟାରିୟମକୁ ୨,୭୧୦ ଦର୍ଶକ ପରିଦର୍ଶନ କରିଛନ୍ତି। ଦିନକରେ ୨୦ଟି ଶୋ’ ପ୍ରଦର୍ଶିତ ହୋଇଥିବାବେଳେ ୬୭,୦୩୫ଟଙ୍କା ଆୟ ହୋଇଥିବା ପ୍ଲାନେଟାରିୟମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗତ ୩୨ ବର୍ଷ ମଧ୍ୟରେ ପ୍ଲାନେଟାରିୟମ କରିଥିବା ଦୈନିକ ଆୟରେ ଏହା ସର୍ବାଧିକ। ବଡ଼ଦିନ ଅବସରରେ ଏଠାକୁ ଅଧିକ ସଂଖ୍ୟକ ପର୍ଯ୍ୟଟକ ଆଗମନକୁ ଦୃଷ୍ଟିରେ ରଖି ଇଧିକ ଶୋ’ର ବନ୍ଦୋବସ୍ତ କରାଯାଇଥିଲା। ଶନିବାର ୫୬,୧୦୦ ଟଙ୍କା ଓ ଶୁକ୍ରବାର ୪୮,୩୨୦ ଟଙ୍କା ଆୟ ହୋଇଥିଲା। ଆଗାମୀ ଦିନରେ ଅଧିକ ସଂଖ୍ୟକ ଦର୍ଶକ କିପରି ଆସିବେ ସେଦିଗରେ ପ୍ରୟାସ କରାଯାଉଥିବା ପ୍ଲାନେଟାରିୟମର ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ନାହିଁ, କେନାଲରେ ଆସୁନି ପାଣି : ଆରମ୍ଭ ହୋଇପାରୁନି ଚାଷ

ତିର୍ତ୍ତୋଲ,୩୦ା୬ (ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ଚଳିତବର୍ଷ ବର୍ଷା ଅଭାବରୁ ଚାଷକାମ ପଛେଇଯାଇଛି। ଦୀର୍ଘଦିନ ହେଲା ବର୍ଷା ହୋଇ ନ ଥିବାରୁ ଧାନ ବୁଣା କିମ୍ବା...

ଆସନ୍ତା ଶିକ୍ଷାବର୍ଷରୁ ୩ ମେଡିକାଲ କଲେଜରେ ନାମଲେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୩ଟି ନୂଆ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର ପ୍ରତିଷ୍ଠା କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ ହୋଇଛି। ତେଣୁ ଡିସେମ୍ବର ଶେଷସୁଦ୍ଧା ଏଠାରେ ଆନୁଷଙ୍ଗିକ...

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨...

ମାନବାଧିକାର ଉଲ୍ଲଂଘନକାରୀ ଏଠି ପଦବୀର ମାଲିକ : କଂଗ୍ରେସ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଜନସାଧାରଣଙ୍କ ଅଧିକାରକୁ ସୁରକ୍ଷା ପ୍ରଦାନ ତଥା ପୋଲିସକୁ ଲୋକାଭିମୁଖୀ କରିବା ପାଇଁ ଦେଶରେ ବିଭିନ୍ନ ନ୍ୟାୟିକ ଓ ଅର୍ଦ୍ଧନ୍ୟାୟିକ ପ୍ରତିଷ୍ଠାନ କାର୍ଯ୍ୟକରୁଛି। କିନ୍ତୁ...

ଦୀର୍ଘବର୍ଷ ହେଲା ହୋଇନି ବାବୁମାନଙ୍କ ବଦଳି

ଅନୁଗୋଳ ଅଫିସ, ୧୧।୬ ଗୋଟିଏ ଚୌକିରେ ସରକାରଙ୍କ କୌଣସି କର୍ମଚାରୀ ଅଧିକ ବର୍ଷ ରହିପାରିବେ ନାହିଁ। ଏହା ହେଲେ ସ୍ବଚ୍ଛତାରେ ବାଧା ଉପୁଜିବ। ତେଣୁ ଦୀର୍ଘବର୍ଷ...

ବାପାଙ୍କ କାମକୁ ଦେଖି ମୋତେ ଟିକେଟ୍‌ ମିଳିଛି : ବର୍ଷା ବରିହା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷା ସିଂ ବରିହାଙ୍କ ନାମ ବିଜେଡି ସୋମବାର ଘୋଷଣା କରିଛି। ତେବେ ନାଁ ଘୋଷଣା ହେବା ପରେ ବର୍ଷା ବରିହା...

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି...

ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ, ବିଜେଡି ସାଙ୍ଗଠନିକ ସମ୍ପାଦକ

ପୁରୀ ଅଫିସ, ୪ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ୫-ଟି ସଚିବ ଭି.କେ....

Advertisement
Archives

Model This Week