ସୁଇଫ୍ଟ୍‌ ପେମେଣ୍ଟ୍‌ ସିଷ୍ଟମରୁ ରୁଷିଆକୁ ହଟାଇବା ଯୋଜନା…

ମସ୍କୋ,୨୭।୨ : ୟୁକ୍ରେନ ଉପରେ ଆକ୍ରମଣ ନେଇ ରୁଷିଆ ଉପରେ ସୋସାଇଟି ଫର୍‌ ଓ୍ବାଲର୍‌ଡ ଓ୍ବାଇଡ୍‌ ଇଣ୍ଟରବ୍ୟାଙ୍କ ଫାଇନାନ୍ସିଆଲ୍‌ ଟେଲିକମ୍ୟୁନିକେଶନ (ସୁଇଫ୍ଟ) କଟକଣା ଲଗା ଯିବାର ଯୋଜନା କରାଯାଉଛି। ଏହାଦ୍ୱାରା ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ଚିନ୍ତା ବଢ଼ିଯାଇଛି।

ସୁଇଫ୍ଟ୍‌ ପେମେଣ୍ଟ୍‌ ସିଷ୍ଟମରୁ ରୁଷିଆ ବାଦ୍‌ ପଡ଼ିଲେ ଦେଶର କେନ୍ଦ୍ରୀୟ ବ୍ୟାଙ୍କରେ ଥିବା ୬୩୦ ବିଲିୟନ୍‌ ବୈଦେଶିକ ମୁଦ୍ରା ଭଣ୍ଡାର ବ୍ୟବହାର ଆଉ ପୁଟିନ୍‌ କରିପାରିବେ ନାହିଁ। କେବଳ ସୁଇଫ୍ଟ୍‌ କୋଡ ମାଧ୍ୟମରେ ବିଦେଶରୁ ଟଙ୍କା ପଠାଯାଏ କିମ୍ବା ଅଣାଯାଏ ପାରିଥାଏ।

ଗ୍ଲୋବାଲ ବ୍ୟାଙ୍କିଙ୍ଗର ଏହା ହେଉଛି ସବୁଠାରୁ ବଡ଼ ମାଧ୍ୟମ। ଏହି କଟକଣା ଲାଗିଲେ ପୁଟିନ୍‌ ଏଣିକି ବିଶ୍ୱର ଏହି ମୁଖ୍ୟ ଅନ୍ତର୍ଜାତୀୟ ପେମେଣ୍ଟ ନେଟୱାର୍କ ଆଉ ବ୍ୟବହାର କରିପାରିବେ ନାହିଁ।

ଏନେଇ ୟୁରୋପୀୟ କମିଶନର ଫ୍ରାନ୍ସ, ଜର୍ମାନୀ, ଇଟାଲୀ, ବ୍ରିଟେନ, କାନାଡା ଆମେରିକା ମିଳିତ ହୋଇଛନ୍ତି।

ୟୁରୋପୀୟ କମିଶନର ସଭାପତି ଉର୍ସୁଲା ଭନ ଡେ ଲେନ କହିଛନ୍ତି ଯେ ପୁଟିନଙ୍କୁ ରୁଷିଆ କେନ୍ଦ୍ରୀୟ ବ୍ୟାଙ୍କରେ ଗଚ୍ଛିତ ଥିବା ବୈଦେଶିକ ମୁଦ୍ରା ଭଣ୍ଡାରର ୬୩୦ ବିଲିୟନ ଡଲାର ବ୍ୟବହାର ନକରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri