ଦେଢ଼କୋଟି ଟଙ୍କାର ସାପ ବିଷ ବିକ୍ରି ପାଇଁ ଚାଲିଥିଲା ଯୋଜନା, ଗ୍ରାହକ ସାଜି ବାନ୍ଧିଲା ପୋଲିସ

ଦେବଗଡ଼,୨୦ା୧୧(ଡି.ଏନ୍‌.ଏ.): ସାପ ବିଷ ଚୋରାଚାଲାଣ ରାକେଟର ପର୍ଦ୍ଦାଫାଶ ହୋଇଛି। ସାପ ବିଷ ବିକ୍ରି ପାଇଁ ଉଦ୍ୟମ କରୁଥିବାବେଳେ ଗ୍ରାହକ ସାଜି ୨ ଜଣଙ୍କୁ ଗିରଫ କରିଛି ପୋଲିସ। ଦେବଗଡ଼ ଜିଲାର ସ୍ବତନ୍ତ୍ର ପୋଲିସ ଟିମ୍‌ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଚଢ଼ାଉ ସମୟରେ ୧ କେଜି ସାପ ବିଷ ଜବତ କରିବା ସହ ସମ୍ବଲପୁର ଜିଲାର ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ସମ୍ବଲପୁର ସାଖିପଡ଼ାର ରଞ୍ଜନ କୁମାର ପାଢ଼ୀ, ସିନ୍ଦୁରପଙ୍କ ଗାଁର କୈଳାସ ଚନ୍ଦ୍ର ସାହୁ। ଜବତ ବିଷର ଆନୁମାନିକ ବଜାର ମୂଲ୍ୟ ଦେଢ଼ କୋଟି ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକ ପୁଅ ନେଲେ ବାପାଙ୍କ ଜୀବନ

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଝରାକଣ୍ଢଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ନାବାଳକ ପୁଅର ଟାଙ୍ଗିଆ ଚୋଟରେ ବାପାର...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...

ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ୨ବର୍ଷ:‘ଜୀବନରେ ଲୁହ ଛଡ଼ା କିଛି ନାହିଁ’

ବଲାଙ୍ଗୀର ଅଫିସ/ପାଟଣାଗଡ଼ (ଡି.ଏନ.ଏ.), ୨୩ା୨: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ରବିବାର ୨ ବର୍ଷ ପୂରିବ। ଏହି ୨ ବର୍ଷ ଭିତରେ ନ୍ୟାୟ...

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨...

ଲୋଇସିଂହା ଛକରେ ଓହ୍ଲାଇ ଗାଇସିଲଟର ୨୧ ପ୍ରବାସୀ ହଟହଟା

ଲୋଇସିଂହା,୧୫।୫(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛକରେ ବରଗଡ଼ ଜିଲା ଗାଇସିଲଟ ବ୍ଲକର ୨୧ ଜଣ ପ୍ରବାସୀଙ୍କୁ ଗୋଟିଏ ବସ ଶୁକ୍ରବାର ସାରେ ଛାଡ଼ି ବରଗଡ଼...

ହୋମ୍‌ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ: କ୍ୱାରାଣ୍ଟାଇନ ସେଣ୍ଟର ଗଲେ ସମ୍ପୃକ୍ତ ବ୍ୟକ୍ତି

ଛତ୍ରପୁର,୧୮ା୫(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବାସ୍ଥ୍ୟ ଆପ୍‌। ଜିଲାରେ ହୋମ୍‌ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କୁ ଏହି ଆପ୍‌ ଦ୍ୱାରା ମନିଟରିଂ କରାଯାଉଛି। ଉକ୍ତ...

କଅଁଳ ହାତରେ ହଳଲଙ୍ଗଳ

କେନ୍ଦୁଝର, ୧୯।୭(ସ୍ବ.ପ୍ର.): ବଳଦ ଓ ଲଙ୍ଗଳ ଦ୍ୱାରା ବିଲରେ ହଳ କରିବା ପିଲା ଖେଳ ନୁହେଁ ବୋଲି ସମସ୍ତେ କୁହନ୍ତି। ବଡ଼ ବଡ଼ ଲୋକମାନେ ମଧ୍ୟ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ

ପଦ୍ମପୁର,୨୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ...

Advertisement
Archives

Model This Week