ଘରର ଏସବୁ ଦିଗରେ ଲଗାନ୍ତୁ ଏହି ୪ ବୃକ୍ଷ: ବଢ଼ିବ ଧନପ୍ରାପ୍ତିର ଯୋଗ…

ବାସ୍ତୁଶାସ୍ତ୍ର ଅନୁଯାୟୀ ବିଭିନ୍ନ ବୃକ୍ଷ ଘର ଏବଂ ପରିବାରର ସଦସ୍ୟଙ୍କ ଜୀବନରେ ପ୍ରଭାବ ପକାଇଥାଏ। ଏପରିକି ସଠିକ୍‌ ଦିଗରେ ରଖିବା ଦ୍ୱାରା ଧନପ୍ରାପ୍ତିର ଯୋଗ ବଢ଼ିଥାଏ। ଏଣୁ ସବୁ ବୃକ୍ଷ ପାଇଁ ଏକ ନିଦ୍ଦିଷ୍ଟ ଦିଗ ରହିଛି। ଯଦି ସେଭଳି ରଖାଯାଏ ତେବେ ଘରର ଭଣ୍ଡାର ଧନରେ ପୂର୍ଣ୍ଣ ହୋଇଥାଏ। ଆସନ୍ତୁ ଜାଣିବା ସେ ସମ୍ପର୍କରେ..

-ବାସ୍ତୁଶାସ୍ତ୍ର ଅନୁସାରେ ଘରର ପ୍ରବେଶ ଦ୍ୱାରରେ ବାଉଁଶର ଉଦ୍ଭିଦ ଲଗାଇବା ଉଚିତ। ଏପରି କରିବା ଦ୍ୱାରା ଗଛ ବଢ଼ିବା ସାଙ୍ଗକୁ ଘରେ ଧନସମ୍ପତ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଯଦି ଗଛଟି ଶୁଖିଯାଏ ତେବେ ତାକୁ ହଟାଇ ନୂଆ ଗଛ ଲଗାନ୍ତୁ।

-ଧନବୃଦ୍ଧି ଲାଗି ଘରେ ମନି ପ୍ଲାଣ୍ଟ ଲଗାନ୍ତୁ। ଏହାକୁ ବହୁତ ଶୁଭ ବୋଲି କୁହାଯାଏ। ଯାହା ଘରେ ମନି ପ୍ଲାଣ୍ଟ ଥାଏ, ତାଙ୍କ ଘରେ କେବେ ବି ଧନର ଅଭାବ ଦେଖାଦେଇ ନ ଥାଏ। ହେଲେ ଏହା ସର୍ବଦା ଉପରକୁ ଉଠିବା ଦରକାର। ଏହାକୁ ଦକ୍ଷିଣ-ପୂର୍ବ ଦିଗରେ ରଖିବା ଉଚିତ।

-ଘରେ ସୂର୍ଯ୍ୟମୁଖୀ ଲଗାନ୍ତୁ। ଏହା ଚାଇନା ମାଟି ଥିବା କୁଣ୍ଡରେ ଲଗାନ୍ତୁ। ଏହାକୁ ଦକ୍ଷିଣ-ପଶ୍ଚିମ ଦିଗରେ ଲଗାଇବା ଦ୍ୱାରା ଧନବୃଦ୍ଧି ହୋଇଥାଏ।

-ତୁଳସୀକୁ ଚମତ୍କାରୀ ବୃକ୍ଷ ବୋଲି କୁହାଯାଏ। ଏଥିରେ ଦୈବୀୟ ଗୁଣ ଭରପୂର ଥାଏ। ଏଣୁ ଯେଉଁ ଲୋକ ଘରେ ତୁଳସୀ ଲଗାଇଥାନ୍ତି, ସେମାନଙ୍କ ଘରେ ଧନର ଅଭାବ ରହି ନ ଥାଏ। ଏହାକୁ ଲଗାଇବା ଦ୍ୱାରା ଘରେ ଦେବୀଦେବତାଙ୍କ କୃପା ରହିଥାଏ। ଏହାକୁ ଘରର କୌଣସି ଦିଗରେ ରଖାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri