ପରିବେଶ ପାଇଁ ବୃକ୍ଷରୋପଣ ଜରୁରୀ

ରିଷିଡା,୮।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ .ରାମପୁର ବନାଞ୍ଚଳ କର୍ଲାମୁଣ୍ଡା ବ୍ଲକ ମଦନପୁର ସେକ୍ସନ ଜଗନ୍ନାଥ ଡିଗ୍ରୀ କଲେଜ, ସରସ୍ବତୀ ଶିଶୁମନ୍ଦିର ଓ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତିପୀଠରେ ୭୬ତମ ବନ ମହୋତ୍ସବ ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ବନ ସଂରକ୍ଷ୍ୟକ ଅସିତ କୁମାର ଦାସଙ୍କ ତତ୍ତ୍ୱାବଧାନରେ ବନପାଳ ସମ୍ପଦ କୁମାର ଆମ ଜଙ୍ଗଲ ଯୋଜନା ଦଳପତି ପ୍ରଦିପ କୁମାର ସାହୁ ବନରକ୍ଷୀ ସତ୍ୟଭାମା ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ ମହତ୍ତ୍ୱ,ଏହାର ଉପକାର,ବନ ମହୋତ୍ସବର ଉଦ୍ଦେଶ୍ୟ ଉପରେ ଛାତ୍ରୀଛାତ୍ରଙ୍କୁ ସଚେତନ କରିଥିଲେ।

ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନ୍ତର୍ଯ୍ୟାମୀ ମଲ୍ଲିକ, ସିଆରସିସି ବିଶିକେଶନ ସୁନା, ମନ୍ଦିର କମିଟି ସଭାପତି କୈଳାସ କୁମୁରା ସଂପାଦକ ସୁଶାନ୍ତ ମଲ୍ଲିକ ମହେନ୍ଦ୍ର ପ୍ରଧାନୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ମଣ୍ଟୁ ରଣା, ହୁଦାନନ୍ଦ ମଲ୍ଲିକ, କନ୍ଧପଡା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅତିଥିମାନେ ପଣସ, ଅଁଳା, ପିଆଶାଳ, ଅଶୋକ, କରଞ୍ଜ ଭଳି ମନ୍ଦିର ରାସ୍ତାର ଦୁଇ ପାର୍ଶ୍ୱରେ ଅନେକ ଚାରା ରୋପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri