ରାଉରକେଲା ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଉରକେଲା ଆଇଜିଏଚରେ ଶୁକ୍ରବାର ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଭିଡିଓ କନଫରେନ୍ସସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଉରକେଲା ରାଜ୍ୟର ୩ୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ। ପୂର୍ବରୁ କଟକ ଏସସିବି ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଖୁବଶିଘ୍ର ବ୍ରହ୍ମପୁର ଓ ବୁର୍ଲାରେ ପ୍ଲାଜମା ବ୍ୟାଙ୍କ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଉଦଘାଟନ ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri