ପ୍ଲାଜମା ଦାନ କଲେ ୨ ଟୋଲପ୍ଲାଜା କର୍ମଚାରୀ

ବରଗଡ଼ ଅଫିସ, ୫।୧୦: ବରଗଡ଼-ସମ୍ବଲପୁର ରାସ୍ତାର ବରାହଗୋଡା ଟୋଲପ୍ଲାଜା (ଟୋଲ୍‌ଗେଟ)ର ୨କର୍ମଚାରୀ ଶୁଭମ ଦେ(୨୮) ଏବଂ ଅଭିଜିତ୍‌ଦାଶ(୨୭) ସୋମବାର ଭୀମସାର, ବୁର୍ଲା ଯାଇ ପ୍ଲାଜମା ଦାନ କରିଛନ୍ତି। ଏକ ମାସ ପୂର୍ବରୁ ଉଭୟେ କରୋନା (କୋଭିଡ-୧୯)ସଂକ୍ରମିତ ହୋଇଥିଲେ। ଚିକିତ୍ସା ପରେ ସେମାନେ ଆରୋଗ୍ୟ ଲାଭ ସହିତ ପ୍ଲାଜମା ଦାନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ। ଏ ନେଇ ସେମାନେ ଅଶୋକା ଟୋଲ ୱେ ଲିମିଟେଡ ଏଜିଏମ୍‌ ପ୍ରଶାନ୍ତ ଯୋଷି ଏବଂ ଅନ୍ୟ ସ୍ବାସ୍ଥ୍ୟ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ। ସୋମବାର ସେମାନଙ୍କ ନିର୍ଦ୍ଦେଶକ୍ରମେ ଉଭୟେ ଭୀମସାର, ବୁର୍ଲାକୁ ଯାଇ ନିଜ ପ୍ଲାଜମା ଦାନ କରିଛନ୍ତି । ସେମାନଙ୍କ ଏଭଳି କାମକୁ ଟୋଲଗେଟ୍‌ ଅଧିକାରୀ ତଥା ଶୁଭେଚ୍ଛୁମାନେ ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri