ପ୍ଲାଜ୍‌ମା ଦାନ କଲେ ମିଳିବ ପୁରସ୍କାର ୫ ହଜାର

ବେଙ୍ଗାଲୁର, ୧୬।୭: ପ୍ଲାଜ୍‌ମା ଦାନ କରୁଥିବା ଲୋକଙ୍କ ପାଇଁ କର୍ନାଟକ ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଛି। ଯେଉଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ସେମାନଙ୍କଠାରୁ ପ୍ଲାଜ୍‌ମା ସଂଗ୍ରହ କରାଯାଇ ପ୍ଲାଜ୍‌ମା ଥେରାପିରେ ଚିକିତ୍ସା କରାଯିବ। ତେବେ ପ୍ଲାଜ୍‌ମା ଦାନ କରୁଥିବା ବ୍ୟକ୍ତିଙ୍କୁ ୫ ହଜାର ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏନେଇ ରାଜ୍ୟ ଶିକ୍ଷା ଓ ସ୍ବାସ୍ଥ୍ୟ ମନ୍ତ୍ରୀ ଡ. କେ. ସୁଧାକର ସୂଚନା ଦେଇଛନ୍ତି। ସ୍ବେଚ୍ଛାକୃତ ଭାବେ ପ୍ଲାଜ୍‌ମା ଦାନ କରିବାକୁ ଲୋକେ ଆଗେଇ ଆସିବା ଉଚିତ୍‌ ବୋଲି ସେ ଆହ୍ବାନ ଦେଇଛନ୍ତି। ଏହା ଦ୍ୱାରା ସମାଜର ମଙ୍ଗଳ ହେବା ସହିତ କରୋନା ସଂକ୍ରମଣରୁ ମୁକ୍ତି ମିଳିପାରିବ। ୫ଜଣ ଆକ୍ରାନ୍ତଙ୍କୁ ପ୍ଲାଜ୍‌ମା ଥେରାପି ପଦ୍ଧତିରେ ଚିକିତ୍ସା କରାଯିବା ପରେ ସେମାନେ ସୁସ୍ଥ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିପଥ ଯୋଜନାରେ ପ୍ରତିରକ୍ଷାମନ୍ତ୍ରୀ ନିଜର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, କହିଲେ ବରୁଣ ଗାନ୍ଧୀ…

ନୂଆଦିଲ୍ଲୀ, ୧୬।୬ : ସ୍ଥଳସେନା, ନୌସେନା ଏବଂ ବାୟୁସେନାରେ ନିଯୁକ୍ତି ପାଇଁ ଆରମ୍ଭ ହୋଇଥିବା ଅଗ୍ନିପଥ ଯୋଜନା ନେଇ ବିଭିନ୍ନ ବର୍ଗରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା...

ଏଚ୍‌୩ଏନ୍‌୨ ପରେ ଗୁରୁଗ୍ରାମରେ ଟାଇପ୍‌-ବି ଇନ୍‌ଫ୍ଲୁଏଞ୍ଜାର ୨ମାମଲା ଚିହ୍ନଟ

ନୂଆଦିଲ୍ଲୀ,୨୧।୩: ଗୁରୁଗ୍ରାମରେ ସୋମବାର ଟାଇପ-ବି ଇନ୍‌ଫ୍ଲୁଏଞ୍ଜା ଭାଇରସ୍‌ର ୨ଟି ମାମଲା ସାମ୍ନାକୁ ଆସିଛି। ଏଥିରେ ଜଣେ ପୁରୁଷ ଏବଂ ଜଣେ ମହିଳା ଅଛନ୍ତି, ଯାହାର ବୟସ...

ବଢୁଛି ଚିନ୍ତା: ବ୍ରିଟେନରେ କୁକୁରକୁ କରୋନା!

ଲଣ୍ଡନ,୧୧ ।୧୧: ବ୍ରିଟେନରେ ଏକ କୁକୁରକୁ କରୋନା ହୋଇଥିବା କଥା ଜଣାପଡିଛି । ଯାହା ପୁଣି କରୋନାକୁ ନେଇ ଚିନ୍ତା ବଢାଇ ଦେଇଛି । ୟୁକେର...

କୃଷି ଆଇନ ରିପୋର୍ଟ ସାର୍ବଜନୀନ ହେଉ

ନୂଆଦିଲ୍ଲୀ, ୨୪।୧୧: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ଉପରେ ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ କମିଟି ଦେଇଥିବା ରିପୋର୍ଟକୁ ତୁରନ୍ତ ସାର୍ବଜନୀନ କରାଯାଉ କିମ୍ବା ଏହାକୁ...

‘ମୋତେ କାରଗିଲ୍‌ ଯିବାକୁ ଦେଉନାହାନ୍ତି’

ଶ୍ରୀନଗର,୧।୧୧: ନ୍ୟାଶନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ମଙ୍ଗଳବାର ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି। କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖର ଅଧିକାରୀମାନେ ତାଙ୍କୁ କାଗ୍‌ଗିଲ ଯିବାକୁ...

ଗୋଟିଏ ପଦବୀ ଗୋଟିଏ ପେନସନ୍‌ ନୀତିକୁ ସମର୍ଥନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୬।୩ : ଅବସରପ୍ରାପ୍ତ ସାମରିକ କର୍ମଚାରୀଙ୍କ କ୍ଷେତ୍ରରେ ବର୍ତ୍ତମାନ ପ୍ରଚଳିତ ଗୋଟିଏ ପଦବୀ ଗୋଟିଏ ପେନସନ୍‌ (ୱାନ ର଼୍ୟାଙ୍କ ୱାନ ପେନସନ୍‌) ନୀତିକୁ ସୁପ୍ରିମକୋର୍ଟ...

ଟିଏମ୍‌ସି କାର୍ଯ୍ୟାଳୟରେ ବୋମା ଭିଡୁଥିବା ବେଳେ ଦୁର୍ଘଟଣା ଘଟିଛି: ଭାଜପା

କୋଲକାତା,୨୬।୩: ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ୩୦ଟି  ବିଧାନସଭା ଆସନ ପାଇଁ ଶନିବାର ମତଦାନ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ପଶ୍ଚିମବଙ୍ଗ ବଙ୍କୁରା...

ଲକ୍‌ଡାଉନ୍‌: ଅନ୍‌ଲାଇନରେ ଯୋଗ ଶିଖାଇବେ ମଲାଇକା

ମୁମ୍ବାଇ: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ମଲାଇକା ଆରୋରା, ହଲିଉଡ୍‌ ଆକ୍ଟ୍ରେସ୍‌ ଜେନିଫର ଲୋପେଜ୍‌, ଏଲେକ୍ସ ରୋଡ୍ରିଗେଜ, ମାର୍କ ମସ୍ତ୍ରୋବ ଓ ଐଶ୍ୱର୍ଯ୍ୟ ଧନୁଷ ୧୪ ଦିନିଆ...

Advertisement
Archives

Model This Week