ଝାରସୁଗୁଡା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ

ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ମଙ୍ଗଳବାର ସୁଦ୍ଧା ଜିଲାରେ ୮୪୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩୮ ଜଣ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ୩୦୭ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ...

ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା

ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି...

ଟୋଲ୍‌ଗେଟ୍‌ରେ ବିନା ଶୁଳ୍କରେ ଗାଡି ଛାଡିଲେ

ଚୌଦ୍ୱାର/କଟକ ସଦର, ୧୩ା୧୨(ଡି.ଏନ୍‌.ଏ.): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଭାରତ କୃଷକ ସଂଘର୍ଷ...

ନିୟମିତ ହେଲେ ୮ ହଜାର ୧୦୨ କନିଷ୍ଠ ଶିକ୍ଷକ, ୨୦୧୫ରେ ପାଇଥିଲେ ନିଯୁକ୍ତି

ଭୁବନେଶ୍ବର,୧।୧(ବ୍ୟୁରୋ): ୨୦୧୫ ଜାନୁୟାରୀରେ ନିଯୁକ୍ତି ପାଇଥିବା ୮ ହଜାର ୧୦୨ କନିଷ୍ଠ ଶିକ୍ଷକଙ୍କୁ ରାଜ୍ୟ ସରକାର ଶନିବାର ନିୟମିତ କରିଛନ୍ତି । ତେବେ ୬ ବର୍ଷ...

ବଲାଙ୍ଗୀରରେ ଫେଲ୍‌ ମାରିଛି କରୋନା କଟକଣା: ବଜାରରେ ପ୍ରବଳ ଭିଡ଼

ବଲାଙ୍ଗୀର ଅଫିସ,୨୦ା୫: କରୋନାର ଭୟାବହତା କମିନାହିଁ ା ତେଣୁ ଲକ୍‌ଡାଉନ୍‌କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ା ଚତୁର୍ଥ ପର୍ଯ୍ୟାୟରେ...

ଗୁଣପୁରରେ ପହଞ୍ଚିଲେ ୩୨ କେରଳଫେରନ୍ତା: ୨ ଜଣଙ୍କୁ ଜ୍ୱର

  ଗୁଣପୁର,୩ା୫(ଡି.ଏନ୍‌.ଏ.): କେରଳରୁ ୩୨ ଜଣ ଶ୍ରମିକ ରବିବାର ରାୟଗଡ଼ା ଜିଲାର ଗୁଣପୁର ଅଞ୍ଚଳକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳର ୬...

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍‌ସନ ସ୍ଥାୟୀଭାବେ ବନ୍ଦ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ପ୍ରେମକୁ ମିଳିଲା ନାହିଁ ପରିବାରର ସ୍ବୀକୃତି: ଜୀବନ ହାରିଲେ ପ୍ରେମୀଯୁଗଳ

କବିସୂର୍ଯ୍ୟନଗର,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଅଞ୍ଚଳ ସୁନାପଲ୍ଲୀ ଗ୍ରାମରେ ଶନିବାର ଏକ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ବିଜ୍ଞାନୀ...

Advertisement
Archives

Model This Week