ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁନି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୨୪ା୧୦: କରୋନା ରୋଗୀଙ୍କ ଲାଗି ପ୍ଲାଜ୍‌ମା ଥେରାପି ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଇଥିବାବେଳେ ଏହାର କୌଣସି ସୁଫଳ ମିଳୁ ନ ଥିବା ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ପକ୍ଷରୁ କୁହାଯାଇଛି। ବ୍ରିଟିଶ ମେଡିକାଲ ଜର୍ନାଲରେ ମଧ୍ୟ ଏହା କୁହାଯାଇଛି। ଗୁରୁତର ଥିବା କରୋନା ରୋଗୀଙ୍କ କ୍ଷେତ୍ରରେ ପ୍ଲାଜ୍‌ମା ଥେରାପି କୌଣସି ସୁଫଳ ପ୍ରଦାନ କରୁନି। ସଂକ୍ରମିତ ହୋଇ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ରକ୍ତ ଦ୍ୱାରା ଏହି ଥେରାପି କରାଯାଇଥାଏ। ଏକ ଷ୍ଟଡିରୁ ଏହାର ସୁଫଳ ମିଳୁ ନ ଥିବା ଜଣାପଡ଼ିବା ପରେ ପ୍ଲାଜ୍‌ମା ଥେରାପିକୁ କରୋନା ଚିକିତ୍ସା ପ୍ରଣାଳିରୁ ବାଦ୍‌ ଦେବା ଲାଗି ବିଚାର କରାଯାଉଥିବା ନ୍ୟାଶନାଲ ଟାସ୍କ ଫୋର୍ସ ପକ୍ଷରୁ କୁହାଯାଇଛି।
ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏହି ଥେରାପି ନେଇଥିବାବେଳେ ଏହାକୁ ଦୃଢ ସମର୍ଥନ କରିଥିଲେ। ଆଇସିଏମ୍‌ଆର୍‌ ଓ ଏମ୍ସ ପକ୍ଷରୁ ବ୍ୟାପକ ପରୀକ୍ଷାନିିରୀକ୍ଷା କରାଯିବା ପରେ ପ୍ଲାଜ୍‌ମା ଥେରାପି ଦ୍ୱାରା କୌଣସି ସୁଫଳ କରୋନା ରୋଗୀ ପାଉ ନ ଥିବା ଜଣାପଡ଼ିଛି। ପ୍ରକାଶଥାଉ କି, ପ୍ରାୟ ୨ ହଜାର ଲୋକଙ୍କୁ ଏହି ଥେରାପି ଦିଆଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ ’

କର୍ନାଲ, ୧୪।୨ : କୃଷକଙ୍କ ଦାବି ପୂରଣ ନ ହେଲେ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ। ହରିୟାଣାର କର୍ନାଲ ଜିଲାରେ ଆୟୋଜିତ ଏକ ‘ମହାପଞ୍ଚାୟତ’ରେ...

ସରକାରୀ ବାବୁଙ୍କ କାମର ସମୀକ୍ଷା କରିବେ ମୋଦି ସରକାର…

ନୂଆଦିଲ୍ଲୀ,୨୭।୭: ଏଣିକି ସରକାରୀ ବାବୁଙ୍କ କାମର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କ ପକ୍ଷରୁ କରାଯିବ। ଖରାପ ପ୍ରଦର୍ଶନ କରିଥିବା ସରକାରୀ ବାବୁଙ୍କୁ ସମୟ ପୂର୍ବରୁ...

ନୀତିନ ଗଡକରୀଙ୍କ ନିକଟତମ ବନ୍ଧୁ ଚନ୍ଦ୍ରଶେଖର ହେଲେ ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ

ମୁମ୍ବାଇ,୧୨।୮: ଭାଜପା ବିଧାୟକ ଚନ୍ଦ୍ରଶେଖର ବାୱାନକୁଲେଙ୍କୁ ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଚନ୍ଦ୍ରଶେଖର ନାଗପୁରରୁ ଭାଜପା ନେତା ଥିବା ବେଳେ ସେ ନୀତିନ...

ଭଦ୍ରକରୁ ଗଡ଼ିଲା ବସ୍‌

ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍‌ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍‌...

ଇରାନରୁ ଚତୁର୍ଥ ପର୍ଯ୍ୟାୟରେ ଫେରିଲେ ୫୩ ଭାରତୀୟ

ନୂଆଦିଲ୍ଲୀ,୧୭।୩(ପି.ଟି.): ସର୍ବାଧିକ କରୋନା ପ୍ରଭାବିତ ମଧ୍ୟପ୍ରାଚ୍ୟ ଦେଶ ଇରାନରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆଉ ୫୩ ଭାରତୀୟଙ୍କୁ ଫେରାଇ ଅଣାଯାଇଛି। ମହାନ୍‌ ଏୟାର ବିମାନରେ ଆସିଥିବା...

କପିପେଷ୍ଟ ଟୁଇଟ୍‌ ଉପରେ ଲାଗିବ ଲଗାମ!

ନୂଆଦିଲ୍ଲୀ,୨୯।୮: ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର ଏବେ ଏକ ବଡ ନିଷ୍ପତ୍ତି ନେବାକୁ ଯାଉଛି। ଏହା ଫଳରେ ଦଳ ଓ ବିଭିନ୍ନ ସଂସ୍ଥା ପାଇଁ କାମ କରୁଥିବା...

ଭୂପେଶ ନଂ.୧ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯।୧୦: ଦେଶର ଶ୍ରେଷ୍ଠ ପ୍ରଦର୍ଶନକାରୀ ମୁଖ୍ୟମନ୍ତ୍ରୀ ତାଲିକାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ...

ରାହୁଲ ସମ୍ଭାଳନ୍ତୁ ଦଳର ମଙ୍ଗ: ରକ୍ତରେ ଚିଠି ଲେଖିଲେ ଏହି କଂଗ୍ରେସ ନେତା

ନୂଆଦିଲ୍ଲୀ,୨୪।୯: କଂଗ୍ରେସରେ ନୂଆ ଅଧ୍ୟକ୍ଷ ଚୟନ ନେଇ ଟଣାଓଟରା ଚାଲିଛି। ସୋମବାର ଆଯୋଜିତ ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନିଜ ପଦରୁ...

Advertisement
Archives

Model This Week