ଗଞ୍ଜାମରେ ପ୍ଲାଜମା ଥେରାପି ସଫଳ, ସୁସ୍ଥ ହେଉଛନ୍ତି କରୋନା ଆକ୍ରାନ୍ତ: ଜିଲାପାଳ

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହୋଇଯାଇଛି। ଏଥିରୁ ସୁଫଳ ମିଳୁଛି। ପ୍ଲାଜମା ଥେରାପିରୁ କରୋନା ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଏସମ୍ପର୍କରେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୧ ତାରିଖରେ ପ୍ଲାଜମା ଥେରାପି ଆରମ୍ଭ ହୋଇଥିଲା