କରୋନା ଆକ୍ରାନ୍ତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ସିସୋଦିଆଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ, ୨୫।୯: କରୋନା ଆକ୍ରାନ୍ତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସାକେତ୍‌ସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ପ୍ଲାଜମା ଥେରାପି ଦିଆଯାଇଛି। ୨୪ ସେପ୍ଟେମ୍ବରରେ ସିସୋଦିଆଙ୍କୁ ଲୋକନାୟକ ଜୟପ୍ରକାଶ ହସ୍ପିଟାଲରୁ ସ୍ଥାନାନ୍ତର କରାଯାଇ ମ୍ୟାକ୍ସ ହସ୍ପିଟାଲରେ ଆଡ୍‌ମିଟ୍‌ କରାଯାଇଥିଲା। ମନୀଷ ୧୪ ସେପ୍ଟେମ୍ବରରେ କରୋନା ଆକ୍ରାନ୍ତ ହୋଇ ଘରେ ଆଇସୋଲେଶନରେ ଥିଲେ। କିନ୍ତୁ ଜ୍ୱର ଓ ଅକ୍ସିଜେନ କମିଯିବା ଯୋଗୁ ୨୩ ସେପ୍ଟେମ୍ବରରେ ମନୀଷଙ୍କୁ ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କରୋନା ସହିତ ସେ ପରେ ଡେଙ୍ଗୁରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ଉଭୟ କରୋନା ଓ ଡେଙ୍ଗୁ ଯୋଗୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଚିନ୍ତାଜନକ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଅଭିଶାପରୁ ହୋଇଥିଲା କର୍‌କରେଙ୍କ ମୃତ୍ୟୁ’:୨୬/୧୧ ଶହୀଦଙ୍କ ପ୍ରତି ପ୍ରଜ୍ଞା ଠାକୁରଙ୍କ ବିବାଦୀୟ ମନ୍ତବ୍ୟ

ଭୋପାଳ,୧୯ା୪(ପି.ଟି.): ୨୬/୧୧ ଆକ୍ରମଣବେଳେ ଶହୀଦ ହୋଇଥିବା ମୁମ୍ବାଇ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ମୁଖ୍ୟ ହେମନ୍ତ କର୍‌କରେଙ୍କ ପ୍ରତି ଭୋପାଳର ଭାଜପା ପ୍ରାର୍ଥୀ ତଥା ମାଲେଗାଓଁ...

ଉପନିର୍ବାଚନରେ ଭାଜପା ହାତ ଖାଲି…

ନୂଆଦିଲ୍ଲୀ, ୧୬।୪ : ଦେଶର ଗୋଟିଏ ଲୋକସଭା ଏବଂ ଚାରୋଟି ବିଧାନସଭା ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳ ଘୋଷଣା ହୋଇଛି। ଚାରୋଟି ବିଧାନସଭା ଆସନ ହେଉଛି...

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ...

ତୃତୀୟ ଲହର ଆଶଙ୍କା: ବୃଦ୍ଧାଶ୍ରମରେ ଟିକା ନେଇଥିବା ୬୨ ବରିଷ୍ଠ ନାଗରିକ ସଂକ୍ରମିତ

ମୁମ୍ବାଇ,୨୯ ।୧୧: ଗୋଟିଏ ପଟେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସାରା ବିଶ୍ୱକୁ ଡରାଉଥିବା ବେଳେ ଏବେ ମହାରାଷ୍ଟ୍ରରେ ପୁଣିଥରେ କରୋନା ବିସ୍ଫୋରଣ ହୋଇଛି...

ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା

ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍‌’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ...

ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ...

୩ ପ୍ରସଙ୍ଗ ବନାମ ୫ ରାଜ୍ୟ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବାକୁ ଯାଉଛି। ଏସବୁ ରାଜ୍ୟରେ...

ନୂଆ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ, ୮।୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିଲା ପ୍ରଥମ ବୈଠକ। ଏଥିରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା କରାଯିବା...

Advertisement
Archives

Model This Week