ଗଞ୍ଜାମରେ ୨୦୫ ଜଣ ଦାନ କରିବେ ପ୍ଲାଜମା

ଛତ୍ରପୁର,୨୬ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ପ୍ଲାଜ୍‌ମା ଦାନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ରବିବାର ସୁଦ୍ଧା ଜିଲାର ୨୦୫ ଜଣ ପ୍ଲାଜ୍‌ମା ଦାନ କରିବା ପାଇଁ ଆଗ୍ରହ ପ୍ରକାଶ କରି ନାମ ପଞ୍ଜୀକରଣ କରିଛନ୍ତି। ସେଥିମଧ୍ୟରେ ଜିଲାର ଗ୍ରାମାଞ୍ଚଳରୁ ୧୫୫ ଜଣ ଓ ସହରାଞ୍ଚଳର ୫୦ ଜଣ ଅଛନ୍ତି। ରବିବାର ଏ ସମ୍ପର୍କରେ ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ ପକ୍ଷରୁ ସୂଚନା ଦିଆଯାଇଛି ା ଜିଲା ପ୍ରଶାସନ ପକ୍ଷରୁ ଏମାନଙ୍କୁ ସାଲ୍ୟୁଟ୍‌ ଜଣାଇ ଟୁଇଟ୍‌ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜାଗା ବିବାଦକୁ ନେଇ ଆକ୍ରମଣ, ଜଣେ ଆହତ

ଗଞ୍ଜାମ,୬ା୭(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ଗ୍ରାମରେ ଜାଗା ବିବାଦକୁ ନେଇ ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଥିବା ଅଭିଯୋଗ...

ଆଜି ସନ୍ଧ୍ୟାରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର, ୬।୪(ବ୍ୟୁରୋ): ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିବେ। ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କ ସହ ସେ ଆଲୋଚନା...

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ପାଟପୁର,୧୩।୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୦୫୩ ଜଣ ସୁରଟ ଫେରନ୍ତା ରହିଛନ୍ତି। ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ...

ଦେଶରେ ୨୦୦ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି।...

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌...

ଚାଇନା ଅଧିକାରୀଙ୍କ ମନ୍ତବ୍ୟକୁ ସେନସର କରାଗଲା, ଦେଶରୁ ବାହାରକୁ ଯିବନି କରୋନା ତଥ୍ୟ !…

ବେଜିଂ,୨୪।୧୨ : ଚାଇନାର ଜଣେ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ କହଥିଲେ ଯେ ଚାଇନାର ଏକ ସହରରେ ପ୍ରତିଦିନ ପାଞ୍ଚ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି।...

ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ଜୁଲାଇ ୧୫ ଯାଏଁ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୬।୬: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ରେଲଓ୍ବେ ପରେ ଏବେ ଅନ୍ତର୍ଜାତୀୟ ଉଡାଣ ଉପରେ ରୋକୋ ଲଗାଯାଇଛି। ଅନ୍ତର୍ଜାତୀୟ ଉଡାଣ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ କେନ୍ଦ୍ର...

ଏହି ରାଜ୍ୟରେ ମେ’୩୦ ଯାଏ ଲକ୍‌ଡାଉନ

କୋଲକାତା,୧୫।୫: ରାଜ୍ୟରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ପଶ୍ଚିମବଙ୍ଗ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଲକ୍‌ଡାଉନ ଘୋଷଣା...

Advertisement
Archives

Model This Week