ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଲେ ରୋଗୀ

ଆରଡ଼ି,୧୮ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ରୋଗୀ ଦେଖା ଗୃହ ଛାତରୁ ଗୁରୁବାର ପ୍ଲାଷ୍ଟର ଖସିପଡ଼ିଛି। ସୌଭାଗ୍ୟବଶତଃ ଏଠାରେ ବସିଥିବା ରୋଗୀମାନଙ୍କ ପାଖରେ ପଡ଼ିଥିଲା। ଫଳରେ କୌଣସି ରୋଗୀ ଆହତ ହୋଇନାହାନ୍ତି। ଜିଲାର ପର୍ଯ୍ୟଟନ କେନ୍ଦ୍ର ତଥା ଆଖଣ୍ଡଳମଣିଙ୍କ ପୀଠ ଆରଡିରେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତି ସରକାରୀ ଉଦାସୀନତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ପାଇଁ ଉପଯୁକ୍ତ ସେବାଗୃହ ନିର୍ମାଣ କରିବାକୁ ବାରମ୍ବାର ଦାବି ହେଉଥିଲେ ବି ପ୍ରଶାସନିକ ସ୍ତରରେ କୌଣସି ପଦକ୍ଷେପ ନିଆ ଯାଉ ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଟିକିରି,୧୧ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଗୋରଖପୁର ଗ୍ରାମ ନିକଟସ୍ଥ ବୁଲାଣି ନିକଟରେ ଶନିବାର ଏକ ଯାତ୍ରୀବାହୀ ଅଟୋ ସହ ବାଇକ୍‌ର...

ବିକ୍ରି ହେଲାନି, ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ସୋନପୁର,୨୮।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଦୁଗ୍ଧ ଶୀତଳ କେନ୍ଦ୍ର ସମ୍ମୁଖ ରାସ୍ତାରେ ମଙ୍ଗଳବାର ଚାଷୀମାନେ କ୍ଷୀର ଢାଳି ପ୍ରତିବାଦ କରିଥିଲେ। ଓମ୍‌ଫେଡ୍‌ ଚାଷୀଙ୍କ...

ବ୍ଲକ କାର୍ଯ୍ୟାଳୟ ଆଗରେ ଭଞ୍ଜସେନାର ଧାରଣା

ମୋରଡା,୧।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ଭଞ୍ଜସେନା ପକ୍ଷରୁ ଧାରଣା ଦିଆଯିବ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଗଠନର ପ୍ରତିଷ୍ଠାତା...

ବର୍ଷା ବଢ଼ାଇଲା ଦୁର୍ଦ୍ଦଶା: ଡାକ୍ତରଖାନାରେ ପଶିଲା ଡ୍ରେନ ପାଣି

ପାଲଲହଡା,୧୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର ଡ୍ରେନ ପାଣି ପଶିଯିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ହନ୍ତସନ୍ତ ହୋଇଛନ୍ତି। ସୋମବାରଠାରୁ ଲାଗି ରହିଥିବା ବର୍ଷା...

ନୃସଂଶ ପୁଅ: ଘରେ ବାପାଙ୍କୁ ହାଣି ହତ୍ୟା କଲେ

ବିଷମକଟକ, ୧।୨: ପାରିବାରିକ କଳହରୁ ଅତିଷ୍ଠ ହୋଇ ଜଣେ ନାବାଳକ ଟାଙ୍ଗିଆରେ ବାପାଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ରାୟଗଡ଼ା ଜିଲା ବିଷମକଟକ...

ଜଳ ଯୋଗାଣ କେନ୍ଦ୍ରର ବିଦ୍ୟୁତ୍‌ ସଂଯୋଗ କାଟିଦେଉଛି ବିଭାଗ

ନନ୍ଦାହାଣ୍ଡି, ୧୦ା୩(ଡି.ଏନ୍‌.ଏ.):  ବିଦ୍ୟୁତ୍‌ ବିଲ୍‌ ପଇଠ ହୋଇ ନ ଥିବାରୁ ବିଦ୍ୟୁତ୍‌ ବିଭାଗ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଗାଁରେ ଥିବା ଜଳ ଯୋଗାଣ...

୭ ଦିନର ଯାତ୍ରା ପରେ ୟୁକ୍ରେନ୍‌ରୁ ଆସିଲେ ସିଦ୍ଧାର୍ଥ

ଧାମନଗର, ୯।୩: ରୁଷିଆ ଲଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ସେଠାରେ ରହୁଥିବା ଓଡ଼ିଶାର ଛାତ୍ରୀଛାତ୍ର ଭୟ ଓ ଆଶଙ୍କା ଭିତରେ ଥିବା...

ପୋଲିସ ଟୋପି ପିନ୍ଧି ଫଟୋ ଭାଇରାଲ: ଥାନାକୁ ଟଣାହେଲେ ଯନ୍ତ୍ରୀ

ମାଲକାନଗିରି,୩।୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର...

Advertisement
Archives

Model This Week