ପ୍ଲାଷ୍ଟିକ ମୁକ୍ତ ଜଙ୍ଗଲ ଲକ୍ଷରେ କେନ୍ଦୁଝର ବନ ବିଭାଗ

କେନ୍ଦୁଝର,୨୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗା ନର୍ସରିରେ ଜିଲା ବନ ବିଭାଗ ପ୍ଲାଷ୍ଟିକ ମୁକ୍ତ ଜଙ୍ଗଲ ପାଇଁ ଉଦ୍ୟମ ଆରମ୍ଭ କରିଛି। କେନ୍ଦୁଝର ବନ ବିଭାଗ ଏବଂ ପୋଲିପ୍ରିଣ୍ଟେକ୍ସ ସଂସ୍ଥା ସହଯୋଗରେ ବୃକ୍ଷ ରୋପଣରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକକୁ କିଭଳି ପୁର୍ନବାର ବ୍ୟବହାର ଯୋଗ୍ୟ ହୋଇପାରିବ ସେଥିପାଇଁ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏଥିରେ ବନ ବିଭାଗର ବିଭିନ୍ନ ରେଞ୍ଜରୁ ପାଖାପାଖି ୨୦ ଟନ ବ୍ୟବହୃତ ପ୍ଲାଷ୍ଟିକ ଉଦ୍ଧାର କରାଯାଇଛି। ଏହାକୁ ବିକ୍ରି କରି ପୁନଃ ବ୍ୟବହୃତ କରିବାକୁ ବନ ବିଭାଗ ପଦକ୍ଷେପ ନେଇଛି। ବୃକ୍ଷ ରୋପଣରେ ବ୍ୟବହୃତ ପ୍ଲାଷ୍ଟିକ ଯେପରି ବନ୍ୟଜନ୍ତୁ ମାନଙ୍କୁ କ୍ଷତି ନ ପହଞ୍ଚାଇବ ସେଥିପାଇଁ ବନ ବିଭାଗର ପ୍ରୟାସ ଜାରି ରହିଛି। ଏହି କାର୍ଯ୍ୟକ୍ରମରେ ଡିଏଫ ଓ ଧନରାଜ ଏଚଡି,ଏସିଏଫ ଜିତେନ୍ଦ୍ର କୁମାର ବେହେରା,ସଦର ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି।…

ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ

ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା…

ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଧନୁର୍ଦ୍ଧରଙ୍କ ଘରେ ପଶିଲା ଭିଜିଲାନ୍ସ: ୪ ସ୍ଥାନରେ ଚାଲିଛି ଖୋଳତାଡ଼

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧୀକ୍ଷକ(ଅଫିସ ସୁପରିଟେଣ୍ଡେଣ୍ଟ) ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ…

‘ଭାରତ ବିଶ୍ୱର ଏକ ସମସ୍ୟାବହୁଳ ଅଂଶରେ ଅଛି…’ ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ କାହିଁକି କହିଥିଲେ ଏମିତି? ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୬: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସେର୍ଗିଓ ଗୋର୍‌ ଭାରତର ଭୌଗୋଳିକ ସ୍ଥିତି ଉପରେ ମତ ଦେଇଛନ୍ତି। ଆମେରିକାରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇ ଗୋର୍‌ ମନ୍ତବ୍ୟ…

ଚାଷ ଆରମ୍ଭରୁ ଚାଷୀଙ୍କୁ ସାର ସଙ୍କଟ: ମହଜୁଦ ସତ୍ତ୍ୱେ ଚାଷୀଙ୍କୁ ମିଳୁନି

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ସର୍ବାଧିକ ଧାନ ଉପତ୍ାଦନ ଯୋଗୁ ରାଜ୍ୟରେ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ, ଚାଷୀଙ୍କ ସମସ୍ୟା…

‘ଶାନ୍ତିର ଦୂତ’ ଭାବରେ ନିଜକୁ ଉପସ୍ଥାପନ କରୁଥିବା ପାକିସ୍ତାନକୁ ଭାରତ ଦେଖାଇବ ତା’ର ଅସଲ ସ୍ଥାନ!

ନୂଆଦିଲ୍ଲୀ/ଇସଲାମାବାଦ,୩୦।୬: ‘ଶାନ୍ତି ସ୍ଥାପନକାରୀ’ ହେବାର ଆଳ ଦେଖାଇ ପାକିସ୍ତାନର ଆତଙ୍କବାଦ ସମ୍ପର୍କରେ ଦ୍ୱୈତ ମାନଦଣ୍ଡର ଖେଳ ଆଉ କାମ କରିବ ନାହିଁ। ଭାରତ ବିଶ୍ୱ ସ୍ତରରେ ପଡ଼ୋଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri