ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଓ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ପ୍ରତିଦିନ ନୂଆପଡ଼ା ସମେତ ଅନ୍ୟ ଜିଲା ତଥା ରାଜ୍ୟ ବାହାରୁ ପିକ୍‌ନିକ୍‌ ପାଇଁ ଆସୁଥିବା ପର୍ଯ୍ୟଟକମାନେ ପ୍ଲାଷ୍ଟିକ ଓ ଅଳିଆ ଆବର୍ଜନା ପକାଉଥିବାରୁ ପରିବେଶ ଦୂଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଯୁବା କି ଦିହାଡ ପକ୍ଷରୁ ସଫେଇ ଅଭିଯାନ କରାଯାଉଛି। ସଙ୍ଗଠନର କର୍ମକର୍ତ୍ତାଙ୍କ ଏଭଳି କାର୍ଯ୍ୟ ଦେଖି ଦେଖି ସେଠାକୁ ବୁଲିବାକୁ ଆସିଥିବା ଏକ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକ ସ୍ବତଃପ୍ରବୃତ୍ତ ଭାବେ ସଫେଇରେ ସାମିଲ ହୋଇଥିଲେ। ଏହି ସମୟରେ ଶିକ୍ଷକଙ୍କୁ ସମ୍ମାନ ଜଣାଇ ସଂଗଠନ ପକ୍ଷରୁ ଉପହାର ସ୍ବରୂପ ବିଭିନ୍ନ ଗଛ ଚାରା ପ୍ରଦାନ କରାଯାଇଥିଲା। ଏହି ପର୍ଯ୍ୟଟନ ସ୍ଥଳୀରେ ଜିଲା ପର୍ଯ୍ୟଟନ ବିଭାଗ କିମ୍ବା ଜିଲା ପ୍ରଶାସନ ପକ୍ଷରୁ କୌଣସି ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା ନାହିଁ। ପର୍ଯ୍ୟଟନ ସ୍ଥଳରେ ଡଷ୍ଟବିନ ବ୍ୟବସ୍ଥା ମଧ୍ୟ କରାଯାଇ ନାହିଁ। ଏ ଦିଗରେ ପଦକ୍ଷେପ ନେବାକୁ ସଂଗଠନ ପକ୍ଷରୁ ଦାବି ହୋଇଛି। ଏଥିରେ ସଂଗଠନ ସଭାପତି କୈଳାସ ଚନ୍ଦ୍ରକାର, ସମ୍ପାଦିକା ତଥା ପ୍ରତିଷ୍ଠାତା ଦୀପାଞ୍ଜଳି ସାହୁ, ଉପସଭାପତି ମନୋରଞ୍ଜନ ସୁନାରି, ପବିତ୍ର ମହାନନ୍ଦ, ଭିଗେନ୍ଦ୍ର ତାଣ୍ଡି ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri