ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା ସେମାନଙ୍କ ଅନ୍ତନଳୀରେ ପ୍ରବେଶ କରି ଖାଦ୍ୟପଥକୁ ବନ୍ଦ କରିଦିଏ। ଏହା ମଧ୍ୟ ସମୟକ୍ରମେ ଛୋଟ ଛୋଟ ଖଣ୍ଡରେ ପରିଣତ ହୋଇ ରକ୍ତ ସଞ୍ଚାଳନ ପ୍ରକ୍ରିୟା ଜରିଆରେ ପ୍ରାଣୀର ଜୀବକୋଷରେ ପ୍ରବେଶ କରେ। ଏହାଦ୍ୱାରା ବିଭିନ୍ନ ରୋଗ ସୃଷ୍ଟି ହେବା ସାଙ୍ଗକୁ ହରମୋନ୍‌ କ୍ଷରଣରେ ଅନିୟମିତତା ଉତ୍ପନ୍ନ ହୁଏ। ସମୟକ୍ରମେ ଏହା ପ୍ରାଣୀର ପ୍ରଜନନ କ୍ଷମତାକୁ ମଧ୍ୟ ପ୍ରଭାବିତ କରେ। ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି ଯେ, ପ୍ଲାଷ୍ଟିକ୍‌ ପ୍ରଦୂଷଣ ଯୋଗୁ ସ୍ଥଳଭାଗରେ ମଧ୍ୟ ବର୍ଷକୁ ପ୍ରାୟ ୧ ଲକ୍ଷ ଜୀବଙ୍କର ମୃତ୍ୟୁ ଘଟୁଛି। ପ୍ଲାଷ୍ଟିକ୍‌ଜାତ ପଦାର୍ଥ ମଧ୍ୟ ମାଟିରେ ପୋତି ହୋଇ ପଡ଼ିବା ଯୋଗୁ ମୃତ୍ତିକାର ଗୁଣବତ୍ତା କମିଯାଉଛି। ତା’ସାଙ୍ଗକୁ ମାଟିର ଜଳଧାରଣ କ୍ଷମତାର ହ୍ରାସ ଘଟିବା ସାଙ୍ଗକୁ ଭୂତଳ ଜଳ ଉତ୍ସର ଅବକ୍ଷୟ ଘଟୁଛି। ପ୍ଲାଷ୍ଟିକ୍‌ ଆବର୍ଜନା ସୋରେଜ ନାଳୀରେ ପ୍ରବେଶ କରି ମଇଳା ଜଳର ପ୍ରବାହକୁ ବାଧାପ୍ରାପ୍ତ କରିଥାଏ, ଯାହାକୁ ସଫା କରିବା ପାଇଁ ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଥାଏ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri