ପ୍ଲାଷ୍ଟିକ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ବିଶ୍ୱ ସ୍ତରରେ ଅନ୍ୟତମ ପ୍ରମୁଖ ସମସ୍ୟା ସାଜିଛି ଜଳବାୟୁ ପରିବର୍ତ୍ତନ। ଏହା ପଛରେ ଅନେକ କାରଣ ଥିଲେ ମଧ୍ୟ ଏବେ ପ୍ଲାଷ୍ଟିକଜନିତ ପ୍ରଦୂଷଣ ଦ୍ୱାରା ଜଳବାୟୁ ଅନେକାଂଶରେ ପ୍ରଭାବିତ ହୋଇଥାଏ। ଅଶୋଧିତ ପେଟ୍ରୋଲିୟମ୍‌ରୁ ପ୍ଲାଷ୍ଟିକ ଉତ୍ପାଦନ କରିବାକୁ ହେଲେ ଯେଉଁ ରାସାୟନିକ ପଦ୍ଧତି ଅବଲମ୍ବନ କରାଯାଏ ସେଥିରୁ ଅନେକ ବିଷାକ୍ତ ଓ ସବୁଜଘର ଗ୍ୟାସ୍‌ ଉତ୍ପନ୍ନ ହୋଇ ପରିବେଶରେ ମିଶିଥାଏ। କେବଳ ସେତିକି ନୁହେଁ, ପ୍ଲାଷ୍ଟିକ ପଦାର୍ଥକୁ ଭସ୍ମୀକରଣ ପ୍ରକ୍ରିୟାରେ ପୋଡି ନଷ୍ଟ କରାଯିବା ଦ୍ୱାରା ମଧ୍ୟ ଅନେକ ସବୁଜଘର ଗ୍ୟାସ୍‌ ବାୟୁମଣ୍ଡଳକୁ ନିର୍ଗତ ହୁଏ। ଲଣ୍ଡନ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟରୁ ଜଣାଯାଏ ଯେ, ଆଗାମୀ ୨୦୫୦ ମସିହା ବେଳକୁ ଏହା ଆଶାତୀତ ବୃଦ୍ଧି ପାଇବାର ଆଶଙ୍କା ଏବେଠାରୁ ଦେଖାଗଲାଣି। ପ୍ଲାଷ୍ଟିକ ଯୋଗୁ ଉତ୍ସର୍ଜିତ ସବୁଜଘର ଗ୍ୟାସ୍‌ର ପରିମାଣ ସମୁଦାୟ ବିଶ୍ୱ ଉତ୍ସର୍ଜନର ୧୪% ମାତ୍ରାରେ ପହଞ୍ଚତ୍ବ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ପରିବେଶବିତ୍‌ମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଏହି ବିପୁଳ ସବୁଜଘର ଗ୍ୟାସ୍‌ ଯେ ଭବିଷ୍ୟତରେ ବିଶ୍ୱତାପନ ବା ଗ୍ଲୋବାଲ ଓ୍ବାର୍ମିଂ ପ୍ରକ୍ରିୟାରେ ସହାୟକ ହୋଇ ବିଶ୍ୱ ଜଳବାୟୁ ପରିବର୍ତ୍ତନର ଧାରାକୁ ପ୍ରଭାବିତ କରିବାର ଯଥେଷ୍ଟ ଆଶଙ୍କା ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri