ପ୍ଲାଷ୍ଟିକ ଚାଉଳ ବଣ୍ଟନ ପ୍ରସଙ୍ଗ: ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗଞ୍ଜାମ,୨୭।୧(ଡି.ଏନ୍‌.ଏ.): ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ପ୍ଲାଷ୍ଟିକ ମିଶା ଚାଉଳ ବଣ୍ଟନ କରାଯାଇଥିବା ପୁଇଁତୋଳା ୱାର୍ଡ ନଂ ୮ ର କିଛି ହିତାଧିକାରୀ ଅଭିଯୋଗ କରିଥିଲେ l ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଚେଇଁ ଉଠିଛି ଜିଲା ପ୍ରଶାସନ l ଏ ନେଇ ଜିଲାପାଳ ବିଜୟ ଅମୃତ କୁଲlଙ୍ଗେ ତଦନ୍ତ ରିପୋର୍ଟ ପ୍ରଦାନ କରିବାକୁ ଜଲା ଯୋଗାଣ ବିଭାଗ ଅଧିକାରୀ (ସିଏସଓ )ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ନିର୍ଦ୍ଦେଶ ପରେ ସିଏସଓ ଗଞ୍ଜାମ ବ୍ଲକ ଯୋଗାଣ ନିରୀକ୍ଷକ (ଏମଆଇ )ସନ୍ତୋଷ ଦାସଙ୍କୁ ଆସନ୍ତା ଦୁଇଦିନ ମଧ୍ୟରେ ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇଛନ୍ତି l ସିଏସଓଙ୍କ ପରାମର୍ଶ ପରେ ବୁଧବାର ଏମଆଇ ଦାସ ୱାର୍ଡ ନଂ ୮ ପୁଇଁତୋଳା ଗ୍ରାମକୁ ଯାଇ ସେଠାର ରିଟେଲରଙ୍କୁ ପ୍ଲାଷ୍ଟିକ ଚାଉଳ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ଚାଉଳର ମାନ ଯାଞ୍ଚ ନିମନ୍ତେ ଲ୍ୟାବକୁ ପଠାଯିବ ବୋଲି ଏମଆଇ ଦାସ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଆକର୍ଷଣ ଥାଇ ବି ଅବହେଳିତ

କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି...

ବୁଡ଼ିଗଲେ ୨ ସାଙ୍ଗ

ରାୟଗଡ଼ା ଅଫିସ,୨୪ା୪: ପ୍ରବଳ ଗରମରୁ ସାମାନ୍ୟ ନିସ୍ତାର ପାଇବା ପାଇଁ ସାଙ୍ଗମାନଙ୍କ ସହ ସନ୍ଧ୍ୟାରେ ନାଗାବଳୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଗଭୀର ଜଳରେ ବୁଡ଼ିଯାଇ...

ସାମାଜିକ ଦୂରତା ରକ୍ଷାକରି ପାଳିତ ହେଲା ହନୁମାନ ଜୟନ୍ତୀ, ଓଡ଼ିଆ ନୂଆବର୍ଷ

ପାଟଣା,୧୩।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଛକସ୍ଥିତ ହନୁମାନ ମନ୍ଦିରରେ ସୋମବାର ମହାବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ସକାଶେ...

ହାଇକୋର୍ଟରେ କେସ୍‌ ଡାଏରି ଦାଖଲ କରିବାରେ ବିଫଳ: ତଦନ୍ତକାରୀ ଅଧିକାରୀଙ୍କୁ ୫୦ ହଜାର ଜରିମାନା

କଟକ,୨୭।୯(ବ୍ୟୁରୋ): ଏକ ଆପରାଧିକ ମାମଲାର କେସ୍‌ ଡାଏରି ଦାଖଲ କରିବାରେ ବିଫଳ ହୋଇଥିବା କଳାହାଣ୍ଡି ଜିଲା ଜୟପାଟଣା ଥାନାର ତଦନ୍ତକାରୀ ଅଧିକାରୀଙ୍କୁ ଓଡ଼ିଶା ହାଇକୋର୍ଟ ୫୦...

କରୋନା ଭୟରେ ପାରୋଲ୍‌ କୋହଳ: ମୁକୁଳିବେ ୭ବର୍ଷ ଦଣ୍ଡ ପାଇଥିବା ଦୋଷୀ

କଟକ ଅଫିସ୍‌,୨୯ା୩: ଜେଲ୍‌ରେ ବହୁ ସଂଖ୍ୟକ ଅନ୍ତେବାସୀ ଗୋଟିଏ ସ୍ଥାନରେ ରହୁଥିବାରୁ ସେମାନେ କରୋନା ଭୂତାଣୁରେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ଏଣୁ ଜେଲ୍‌ଗୁଡ଼ିକରେ ଯଥାସମ୍ଭବ...

ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ...

ଟ୍ରାଫିକ୍‌ ଆଇଆଇସିଙ୍କ ବିରୋଧରେ ମାମଲା

ଯାଜପୁର ଅଫିସ,୨୨ା୧୨: ଟ୍ରାଫିକ ନିୟମ ଖିଲାପ କରି ନ ଥିବା ସତ୍ତ୍ବେ ଜଣେ ଆଇନଜୀବୀଙ୍କ ନାମରେ ଅନ୍‌ଲାଇନ ଚାଲାଣ କଟାଯିବା ଘଟଣା ଚଣ୍ଡିଖୋଲ ଟ୍ରାଫିକ ଥାନା...

ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି...

Advertisement
Archives

Model This Week