ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁରେ ଲାଗିଲା ନିଆଁ, ଆୟତ୍ତ କରିବାକୁ ନାକେଦମ୍‌ ହେଲେଣି ଅଗ୍ନିଶମ କର୍ମଚାରୀ

କୁଆଁରମୁଣ୍ଡା,୯ା୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଏମ୍‌ଆରଏଫ୍‌ ୟୁନିଟ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁରେ ରବିବାର ଅପରାହ୍ନରେ ନିଆଁ ଲାଗିଛି। ଘଟଣାସ୍ଥଳରେ କୁଆଁରମୁଣ୍ଡା ଫାଣ୍ଡି ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରଚେଷ୍ଟା ଜାରି ରଖିଥିଲେ ହେଁ ପ୍ରାୟ ୩ ଘଣ୍ଟା ଧରି ନିଆଁ ହୁତୁହୁତୁ ହୋଇ ଜଳୁଛି। ଆୟତ୍ତ କରିବାକୁ ନାକେଦମ୍‌ ହୋଇପଡ଼ିଲେଣି ଅଗ୍ନିଶମ କର୍ମଚାରୀ।

ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଏମ୍‌ଆର୍‌ଏଫ୍‌ ୟୁନିଟ୍‌ ଭିତରେ ବିଦ୍ୟୁତ୍‌ ଶଟ୍‌ସର୍କିଟ ରୋକିବା ପାଇଁ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ କରିଛନ୍ତି। କୁଆଁରମୁଣ୍ଡା ଏବିଡିଓ ପ୍ରଶାନ୍ତ ଜେନା, ଫାଣ୍ଡି ଅଧିକାରୀ ଅଭୟ ମହାପାତ୍ର, କୁଆଁରମୁଣ୍ଡା ସରପଞ୍ଚ ରାଜେଶ ହଁାସଦା ଘଟଣାସ୍ଥଳରେ ରହି ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀକୁ କାର୍ଯ୍ୟରେ ନିୟୋଜିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri