Posted inବଜେଟ

ପ୍ଲାଷ୍ଟୋର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାନକାରୀ ବ୍ରାଣ୍ଡ୍‌ ପ୍ଲାଷ୍ଟୋର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଦେଶର ପ୍ରଥମ ଉତ୍ପାଦନକାରୀ ବ୍ରାଣ୍ଡ୍‌ ଭାବେ ପ୍ଲାଷ୍ଟୋ ୮ ଲେୟାର ବିଶିଷ୍ଟ ପାଣିଟାଙ୍କିକୁ ବଜାର ପ୍ରବେଶ କରାଇଛି। ବିଶେଷକରି ବର୍ତ୍ତମାନ ସମୟର ପାଣିପାଗ ଓ ଗୁଣାତ୍ମକ ଉତ୍ପାଦରେ ପ୍ରସ୍ତୁତ ଏହି ୮ସ୍ତର ବିଶିଷ୍ଟ ଜଳ ସଂରକ୍ଷଣ ଡବାରେ ଅନେକ ବୈଶିଷ୍ଟ୍ୟ ସାମିଲ ରହିଛି। ସେହିଭଳି ଗ୍ରାହକ ଚାହିଦା ଓ ଆବଶ୍ୟକତାକୁ ଆଖି ଆଗରେ ରଖି ବ୍ରାଣ୍ଡ୍‌ ୮ ଲେୟାର ବିଶିଷ୍ଠ ପାଣିଟାଙ୍କିକୁ ସବୁ ବର୍ଗର ଲୋକ ଏବଂ ପାଣିପାଗ ଉପଯୋଗୀ ଭାବେ ନିର୍ମିତ ହୋଇଛି। ଏ ସମ୍ପର୍କରେ ଆର୍‌ସି ପ୍ଲାଷ୍ଟୋର ନିର୍ଦ୍ଦେଶକ ବିଶାଳ ଅଗ୍ରଓ୍ବାଲ ଏବଂ ନୀଲେଶ ଅଗ୍ରଓ୍ବାଲ କହିଛନ୍ତି, ପ୍ଲାଷ୍ଟୋ ପାଣିପାଇପ ଜନିତ କାର୍ଯ୍ୟ ଓ ବାସୋପଯୋଗୀ ପ୍ଲାଷ୍ଟିକ ଉତ୍ପାଦରେ ବଜାର ଲିଡର ଭାବେ ସ୍ବୀକୃତି ଲାଭ କରିଛି। ଗ୍ରାହକଙ୍କ ବିଶ୍ୱାସ ଓ ଉତ୍ପାଦର ଗୁଣବତ୍ତାକୁ ବଜାୟ ରଖିବା ବ୍ରାଣ୍ଡ୍‌ର ମୂଳ ଲକ୍ଷ୍ୟ । ସେହିପରି ବ୍ରାଣ୍ଡ୍‌ ଏହି ନୂତନ ଉତ୍ପାଦ ବଜାର ପ୍ରବେଶ କରାଇ ବେଶ୍‌ ଉତ୍ସାହ ଅଛି। କାରଣ ବ୍ରାଣ୍ଡ୍‌ ଉପରେ ଗ୍ରାହକଙ୍କ ଭରସା ରହିଛି। ଏପରିକି ଦୀର୍ଘ ବର୍ଷ ହେବ ଗ୍ରାହକଙ୍କ ଆବଶ୍ୟକତା ପୂରଣ ସାଙ୍ଗକୁ ଚାହିଦା ମେଣ୍ଟାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ପରିମାଣର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୪ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଶେଷ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି)...

ରିଲାଏନ୍ସ ଜିଓର ଦ୍ୱିିତୀୟ ତ୍ରୈମାସରେ ୫୦୫୮କୋଟି ନିଟ୍‌ ଲାଭ

ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା) : ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆର୍‌ଜେଆଇଏଲ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଜୁଲାଇ-ସେପ୍ଟେମ୍ବର ୨୦୨୩...

ଜେ.କେ.ମହାନ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍‌

ଭୁବନେଶ୍ୱର,୨୧।୮: ରାଜ୍ୟର ଜଣାଶୁଣା ଶିଳ୍ପପତି ତଥା ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଜେ.କେ.ମହାନ୍ତିଙ୍କୁ ଶନିବାର ସମ୍ମାନଜନକ ଡକ୍ଟରେଟ୍‌ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କିଟ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟର ୧୯ ତମ...

୪୭୦ ବିମାନକୁ ପ୍ରାୟ ୭୦ ବିଲିୟନ ଦେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮।୨ : ଟାଟା ଗ୍ରୁପ ଦ୍ୱାରା ପରିଚାଳିତ ଏୟାର ଇଣ୍ଡିଆ ନିକଟରେ ବିଦେଶୀ କମ୍ପାନୀଠାରୁ ୪୭୦ ବିମାନ କିଣିବ ବୋଲି ଅର୍ଡର ଦେଇଥିବା ଜଣାପଡିଛି। ଘରୋଇ...

ବଜେଟରେ ପର୍ଯ୍ୟଟନକୁ ଫୋକସ: ଅବଢା ଯୋଜନା ପାଇଁ ୨୨୪ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ବଜେଟରେ ପର୍ଯ୍ୟଟନକୁ ମଧ୍ୟ ରାଜ୍ୟ ସରକାର...

ରେଳପଥର ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି। ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି...

ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ...

ବଜେଟରେ ଶିକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ବଜେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri