ପ୍ଲାଷ୍ଟୋର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୬।୪: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାଦକ କମ୍ପାନୀ ପ୍ଲାଷ୍ଟୋ ପକ୍ଷରୁ ନିକଟରେ ଏକ ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ପ୍ରମୁଖ ବ୍ରାଣ୍ଡ୍‌ ପାଣିଟାଙ୍କିର ଏକ ୬ସ୍ତରୀୟ ବିଶିଷ୍ଟ ଏକ ଡବଲ ଫୋମ୍‌ ସହ ଇନୋଭେଟିଭ ଡବଲ ଫୋମ୍‌ ଟେକ୍ନୋଲୋଜି, ୟୁଭି ସୁରକ୍ଷା, ଦୀର୍ଘସ୍ଥାୟୀ ପାଣିଟାଙ୍କିିର ବଜାର ପ୍ରବେଶ କରାଯାଇଛି। ସେହିଭଳି କମ୍ପାନୀର ଉକ୍ତ ଉତ୍ପାଦରେ ଅନେକ ବୈଶିଷ୍ଟ୍ୟ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଉକ୍ତ ପାଣିଟାଙ୍କି ବିଶେଷକରି ନିଜସ୍ବ ଗୃହ, ବାଣିଜି୍ୟକ କ୍ଷେତ୍ର ଏବଂ ଶିଳ୍ପାଞ୍ଚଳ ଆଦିରେ ବ୍ୟବହୃତ ହୋଇପାରିବ। ଅପରପକ୍ଷରେ କମ୍ପାନୀର ଉକ୍ତ ଉତ୍ପାଦରେ ୬ସ୍ତରୀୟ ଡବଲ ଫୋମ ଟ୍ୟାଙ୍କ ସହ ଗୁଣାତ୍ମକ ମାନ ଓ ଉନ୍ନତ ମାନର ପ୍ଲାଷ୍ଟିକରେ ନିର୍ମାଣ କରାଯାଇଛି। ଏହା ସବୁ ପ୍ରକାର ଉତ୍ତାପ ଓ ପରିବେଶ ଅନୁକୂଳ ଭିତ୍ତିରେ ଉପଯୋଗୀ ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ଦୀର୍ଘ ବର୍ଷ ହେବ କମ୍ପାନୀ ଭାରତୀୟ ବଜାରରେ ବିଭିନ୍ନ ବର୍ଗର ଉତ୍ପାଦ ନିମାଣ କରୁଛି। ବିଶେଷକରି ପାଣିଟାଙ୍କି, ପାଇପ ଭଳି ଆବଶ୍ୟକ ସାମଗ୍ରୀର ବଜାର ଲିଡର ଭାବେ କମ୍ପାନୀ ସ୍ବୀକୃତି ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri