ଜାତୀୟ କ୍ରୀଡ଼ା ଦିବସରେ ଖେଳାଳି ସମ୍ବର୍ଦ୍ଧିତ: ଅଭ୍ୟାସ ପାଇଁ ନିର୍ମାଣ ହେବ ପଡ଼ିଆ

ଢେଙ୍କାନାଳ ଅଫିସ୍‌,୨୯ା୮: ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ସାଇ ପ୍ରଶିକ୍ଷଣ କେନ୍ଦ୍ର ଏବଂ ଜିଲା ହକି ସଂଘର ସହଯୋଗରେ ସ୍ଥାନୀୟ ମିନି ଷ୍ଟାଡିୟମଠାରେ ସୋମବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଅତିଥି ଓ କ୍ରୀଡ଼ାବିତମାନେ ହକି କିମଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ମୁଖ୍ୟ ଅତିଥି ଭାବେ ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ଥିବାବେଳେ ପୂର୍ବତନ ହକି ଖେଳାଳି ଅଭୟ କୁମାର ରାଉତ, କୋଚ ବାବୁଲା ମହାନ୍ତି, ସାଇପ୍ରସାଦ ଦଳେଇ ପ୍ରମୁଖ ଉପସ୍ଥିତ ରହି ରାଜ୍ୟ ଓ ଜିଲାସ୍ତରୀୟ ହକି ପ୍ରତିଯୋଗିତାରେ କୃତୀ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ହକି ଖେଳାଳିଙ୍କ ନିୟମିତ ଅଭ୍ୟାସ ପାଇଁ ଏକ ପଡ଼ିଆ ନିର୍ମାଣ କରିବାକୁ ପୌରସଂସ୍ଥା ପକ୍ଷରୁ ୧୦ଲକ୍ଷ ଟଙ୍କାର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ଦିଆଯାଇଥିଲା। ସମ୍ମାନିତ ଅତିଥି ଭାବେ ଜିଲା କ୍ରୀଡ଼ା ସଂସଦ ସମ୍ପାଦକ ନଳିନୀ କୁମାର ଦାସ, ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି ଉପସ୍ଥିତ ଥିଲେ। ହକି ଖେଳାଳିଙ୍କ ସହ ସାଇ ପ୍ରଶିକ୍ଷଣ କେନ୍ଦ୍ର ଭାର ଉତ୍ତୋଳନ ଓ କୁସ୍ତି ଖେଳାଳି ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ମେଗା ପ୍ରକଳ୍ପ ଦିଗହରା: ଅବଧି ସରିଲାଣି, ସରୁନି କାମ

ରାୟଗଡ଼ା,୨।୩(ଭାଗ୍ୟଶ୍ରୀ ମିଶ୍ର): ପ୍ରତ୍ୟେକ ଘରକୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ଜଳ ଯୋଗାଣ ଲକ୍ଷ୍ୟ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଜଳ ଜୀବନ...

ପାର୍ଟି ନୁହେଁ, ଏଥର ଚାଷୀ ସରକାର ଦରକାର

ଜଗତ୍‌ସିଂହପୁର,୨ା୩(ପ୍ରମୋଦ କୁମାର ନାୟକ): ଚାଷୀଙ୍କ ୮୦ ପ୍ରତିଶତ ଭୋଟରେ ଭାଜପା କେନ୍ଦ୍ର ଓ ବିଜେଡି ରାଜ୍ୟରେ ସରକାର ଚଳାଇଛି। ଦୀର୍ଘ ୨୪ ବର୍ଷ ହେଲା ବିଜେଡି...

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର...

ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ...

ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର: ବନ୍ଧା ହେଲେ ଯୁବକ 

ନିରାକାରପୁର,୨ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ବାରମ୍ବାର ବଳାତ୍କାର କରିବା ଘଟଣାରେ ଜଙ୍କିଆ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଦିଲ୍ଲୀ ହୁରିକେନ୍ସକୁ ପରାସ୍ତ କରି ଓଡ଼ିଶା ମହିଳା ରଗ୍‌ବୀ ଦଳ ଚାମ୍ପିୟନ

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ, ଓଡ଼ିଶା ରଗ୍‌ବୀ ଫୁଟବଲ ଆସୋସିଏଶନ (ଓଆରଏଫ୍‌ଏ), ରାଜ୍ୟ କ୍ରୀଡ଼ା ବିଭାଗ ଓ କିଟ୍‌ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ...

ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ...

ଭାଜପା ଫୋକସ୍‌ରେ ଭଦ୍ରକ ଲୋକ ସଭା ଆସନ

ଭଦ୍ରକ,୨।୩ (ସନାତନ ରାଉତ): ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ଭାଜପା ଭଦ୍ରକ ସଂରକ୍ଷିତ ଲୋକ ସଭା ଆସନ ହରାଇଥିଲା। ଏଥର ଦଳ ଏହି ନିର୍ବାଚନମଣ୍ଡଳୀ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri