ଜାତୀୟ କ୍ରୀଡ଼ା ଦିବସରେ ଖେଳାଳି ସମ୍ବର୍ଦ୍ଧିତ: ଅଭ୍ୟାସ ପାଇଁ ନିର୍ମାଣ ହେବ ପଡ଼ିଆ

ଢେଙ୍କାନାଳ ଅଫିସ୍‌,୨୯ା୮: ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ସାଇ ପ୍ରଶିକ୍ଷଣ କେନ୍ଦ୍ର ଏବଂ ଜିଲା ହକି ସଂଘର ସହଯୋଗରେ ସ୍ଥାନୀୟ ମିନି ଷ୍ଟାଡିୟମଠାରେ ସୋମବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଅତିଥି ଓ କ୍ରୀଡ଼ାବିତମାନେ ହକି କିମଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ମୁଖ୍ୟ ଅତିଥି ଭାବେ ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ଥିବାବେଳେ ପୂର୍ବତନ ହକି ଖେଳାଳି ଅଭୟ କୁମାର ରାଉତ, କୋଚ ବାବୁଲା ମହାନ୍ତି, ସାଇପ୍ରସାଦ ଦଳେଇ ପ୍ରମୁଖ ଉପସ୍ଥିତ ରହି ରାଜ୍ୟ ଓ ଜିଲାସ୍ତରୀୟ ହକି ପ୍ରତିଯୋଗିତାରେ କୃତୀ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ହକି ଖେଳାଳିଙ୍କ ନିୟମିତ ଅଭ୍ୟାସ ପାଇଁ ଏକ ପଡ଼ିଆ ନିର୍ମାଣ କରିବାକୁ ପୌରସଂସ୍ଥା ପକ୍ଷରୁ ୧୦ଲକ୍ଷ ଟଙ୍କାର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ଦିଆଯାଇଥିଲା। ସମ୍ମାନିତ ଅତିଥି ଭାବେ ଜିଲା କ୍ରୀଡ଼ା ସଂସଦ ସମ୍ପାଦକ ନଳିନୀ କୁମାର ଦାସ, ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି ଉପସ୍ଥିତ ଥିଲେ। ହକି ଖେଳାଳିଙ୍କ ସହ ସାଇ ପ୍ରଶିକ୍ଷଣ କେନ୍ଦ୍ର ଭାର ଉତ୍ତୋଳନ ଓ କୁସ୍ତି ଖେଳାଳି ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri