Posted inଖେଳ

ଆଜି ହୋଇପାରେ ବିଶ୍ୱକପ୍‌ ଟିମ୍‌ ଘୋଷଣା; ଜାଣନ୍ତୁ କାହାକୁ ମିଳିପାରେ ସୁଯୋଗ…

ନୂଆଦିଲ୍ଲୀ,୮।୯: ବିଶ୍ୱକପ୍‌ ଟି-୨୦ ଆରମ୍ଭ ହେବାକୁ ଆଉ କିଛି ସପ୍ତାହ ବାକି। ଅକ୍ଟୋବର-ନଭେମ୍ବରରେ ଏହି ଟୁର୍ନାମେଣ୍ଟ ୟୁଏଇରେ ଖେଳାଯିଏ। ଏଥିରେ ଭାଗ ନେବାକୁ ଥିବା ଦଳମାନେ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି। କିଛି ଦେଶ ବିଶ୍ୱକପ୍‌ ଲାଗି ନିଜର ଟିମ୍‌ ମଧ୍ୟ ଘୋଷଣା କରିଛନ୍ତି। ଏବେ କ୍ରିକେଟ ପ୍ରଶଂସକମାନେ ଭାରତର ଟିମ୍‌ ଅପେକ୍ଷାରେ ଅଛନ୍ତି। କୁହାଯାଉଛି ଆଜି ଅର୍ଥାତ ବୁଧବାର ରାତି ୯ଟାରେ ଏନେଇ ଘୋଷଣା ହୋଇପାରେ। ଆସନ୍ତୁ ଜାଣିବା ଭାରତୀୟ ଦଳରେ କେଉଁ ଖେଳାଳିଙ୍କୁ ସୁଯୋଗ ମିଳିପାରେ?

ଆସନ୍ତା ବିଶ୍ୱକପ୍‌ରେ ବିରାଟ କୋହଲି ଅଧିନାୟକ ଦାୟିତ୍ୱ ସମ୍ଭାଳିବେ। ଓପନର ରୋହିତ ଶର୍ମା ଉପଅଧିନାୟକ ହେବେ। କେଏଲ୍‌ ରାହୁଲ ଏବଂ ରୋହିତ ଭାରତ ପାଇଁ ଓପନିଂ କରିପାରନ୍ତି। ତୃତୀୟ ଦିନ ଓପନର ଭାବେ ଶିଖର ଧାଓ୍ବନ ଅଥବା ପୃଥ୍ବୀ ଶ’ଙ୍କୁ ସୁଯୋଗ ମିଳିପାରେ। କୋହଲି ତୃତୀୟ ସ୍ଥାନରେ ଓହ୍ଲାଇପାରନ୍ତି।

ସମ୍ଭାବିତ ଟିମ୍‌:
ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା(ଉପଅଧିନାୟକ), କେଏଲ୍‌ ରାହୁଲ, ଶିଖର ଧାଓ୍ବନ୍‌/ପୃଥ୍ବୀ ଶ’, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟାର, ଋଷଭ ପନ୍ତ, ରବିନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, ଜସପ୍ରିତ ବୁମ୍‌ରା, ଦୀପକ ଚାହର, ହାର୍ଦ୍ଦିକ ପାଣ୍ଡ୍ୟା, ଶାର୍ଦ୍ଦୁଳ ଠାକୁର, ଟି ନଟରାଜନ, ଭୁବନେଶ୍ୱର କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri