Posted inଖେଳ

ଆଇପିଏଲରେ ଛକା କିଙ୍ଗ୍‌ କିଏ ଜାଣନ୍ତି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଥିବା ତାଲିକାରେ ଟପ୍‌ରେ କିଏ ଅଛନ୍ତି ଜାଣିଛନ୍ତି କି..
ୱେଷ୍ଟଇଣ୍ଡିଜ୍‌ର କ୍ରିସ ଗେଲ ଛକା ମାରିବା ପାଇଁ ପ୍ରସିଦ୍ଧ। ସେ ଆଇପିଏଲ୍‌ରେ ଛକା ତାଲିକାର ଶୀର୍ଷରେ ଅଛନ୍ତି। ଏପର୍ଯ୍ୟନ୍ତ ସେ ୧୩୧ ଇନିଂସରେ ମୋଟ ୩୪୯ ଛକା ମାରିଛନ୍ତି।
ଦକ୍ଷିଣ ଆଫ୍ରିକାର ପୂର୍ବତନ ଭେଟେରାନ ଏବି ଡି ଭିଲିୟର୍ସ ଆଇପିଏଲରେ ମାତ୍ର ୧୬୯ ମ୍ୟାଚ ଖେଳିଛନ୍ତି କିନ୍ତୁ ତାଙ୍କ ନାମରେ ୨୩୫ ଛକା ରହିଛି। ସେ ଏପର୍ଯ୍ୟନ୍ତ ଏହି ଟି -୨୦ ଲିଗର ୧୫୬ ଇନିଂସରେ ମୋଟ ୪୮୪୯ ରନ ସଂଗ୍ରହ କରିଛନ୍ତି।

ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏହି ଲିଗରେ ଏପର୍ଯ୍ୟନ୍ତ ୨୦୪ଟି ମ୍ୟାଚ ଖେଳିଛନ୍ତି ଏବଂ ସେ ଛକା ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ସେ ଏପର୍ଯ୍ୟନ୍ତ ୨୧୬ ଛକା ମାରିଛନ୍ତି। ସେ ୧୮୨ଇନିଂସରେ ମୋଟ ୪୬୩୨ ରନ କରିଛନ୍ତି।

ରେକର୍ଡ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ରୋହିତ ଶର୍ମା ଏପର୍ଯ୍ୟନ୍ତ ୨୦୦ ଆଇପିଏଲ ମ୍ୟାଚରେ ମୋଟ ୨୧୩ଟି ଛକା ମାରିଛନ୍ତି। ସେ ଛକା ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି। ଏହି ସମ୍ମାନଜନକ ଟି -୨୦ ଲିଗରେ ରୋହିତ ୫୨୩୦ ରନ ସଂଗ୍ରହ କରିଛନ୍ତି।

ଏହି ଲିଗ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ହୁଏତ ଥରେ ଟାଇଟଲ ଜିତି ନ ଥାଇପାରେ, କିନ୍ତୁ ଏହାର ଅଧିନାୟକ ବିରାଟ କୋହଲିଙ୍କ ପ୍ରତ୍ୟେକ ସିଜିନରେ ଚମତ୍କାର ପ୍ରଦର୍ଶନ କରିଥାନ୍ତି। ବିରାଟ ଏପର୍ଯ୍ୟନ୍ତ ଆଇପିଏଲରେ ୧୯୨ଟି ମ୍ୟାଚ ଖେଳି ମୋଟ ୫୮୭୮ ରନ୍‌ କରିଛନ୍ତି। ଏଥିରେ ୨୦୧ଟି ଛକା ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri