Posted inଖେଳ

ନୂଆ ଖେଳାଳିଙ୍କୁ ମିଳିଲା ଭଗବାନଙ୍କଠାରୁ ଶୁଭେଚ୍ଛା

ନୂଆଦିଲ୍ଲୀ, ୨୧।୨: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି ୩ ନୂଆ ଖେଳାଳି। ସେମାନେ ହେଲେ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ, ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ଓ ଅଲରାଉଣ୍ଡର ରାହୁଲ ଟଓ୍ବୋଟିଆ। ପ୍ରଥମ ଥର ଟିମ୍‌ ଇଣ୍ଡିଆରେ ସ୍ଥାନ ପାଇଥିବାରୁ ଏହି ଖେଳାଳିଙ୍କୁ କ୍ରିକେଟର ଭଗବାନ କୁହାଯାଉଥିବା କିମ୍ବଦନ୍ତୀ ସଚିନ ତେନ୍ଦୁଲକର ରବିବାର ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।

” ଟିମ୍‌ ଇଣ୍ଡିଆର ପ୍ରଥମ ଥର ସ୍ଥାନ ପାଇଥିବାରୁ କିଷନ, ଟଓ୍ବୋଟିଆ, ସୂର୍ଯ୍ୟକୁମାର ଓ ଅଷ୍ଟ୍ରେଲିଆ ଗସ୍ତରୁ ବାଦ୍‌ ପଡ଼ିଥିବା ବରୁଣ ଚକ୍ରବର୍ତ୍ତୀଙ୍କୁ ହୃଦୟରୁ ଶୁଭେଚ୍ଛା। ଭାରତ ପାଇଁ ଖେଳିବା ପ୍ରତ୍ୟେକ କ୍ରିକେଟରଙ୍କ ପାଇଁ ବଡ଼ ସମ୍ମାନର ବିଷୟ। ତୁମ ସଭିଙ୍କ ମୁଁ ସଫଳତା କାମନା କରୁଛି “ ବୋଲି ତେନ୍ଦୁଲକର ଟୁଇଟ୍‌ କରିଛନ୍ତି। ଉଲ୍ଲେଖଥାଉ କି, ମଷ୍ଟ୍ରି ସ୍ପିନର ଚକ୍ରବର୍ତ୍ତୀଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌ ଲାଗି ଦଳରେ ସ୍ଥାନ ପାଇଥିଲେ। ଦୁର୍ଭାଗ୍ୟବଶତଃ କାନ୍ଧ ଜନିତ ସମସ୍ୟା ଯୋଗୁ ସିରିଜ୍‌ରୁ ବାଦ୍‌ ପଡ଼ିଥିଲେ କେକେଆର ଖେଳାଳି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri