କାଳ ହେଲା ଛାତ ଉପରେ ସ୍କିପିଂ ଖେଳିବା

ବ୍ରହ୍ମପୁର ଅଫିସ,୨୨ା୯: ଛାତ ଉପରେ ସାଙ୍ଗମାନଙ୍କ ସହ ସ୍କିପିଂ ଖେଳୁଥିଲେ ୯ ବର୍ଷର କୁନି ଝିଅ। ଅସାବଧାନତା କାରଣରୁ ଛାତରୁ ଖସିପଡିଥିଲେ। ସେତିକିବେଳେ ସେ ଖେଳୁଥିବା ଓଢଣୀ ବେକ୍‌ରେ ଗୁଡାଇ ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ପୋଲସରା ଥାନା ଅଧୀନ ହୀରାପଲି ଗ୍ରାମର ଯୁଧିଷ୍ଠିର ଡାକୁଆଙ୍କ ଝିଅ ଯମୁନା।

ମେଡିକାଲ ଫାଣ୍ଡି ପୋଲିସ ବୁଧବାର ମୃତଦେହ ଜବତ କରିବା ସହ ୪୭୪/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଭି ପଡ଼ିଆ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୪ ଗିରଫ

କଟକ ଅଫିସ,୧୨ା୮: ବାଦାମବାଡ଼ି ଥାନା ଅନ୍ତର୍ଗତ ଖାନ୍‌ନଗର ଏମ୍‌ଭି ପଡିଆରେ ଗତ ଜୁଲାଇ ୧ରେ ଘଟିଥିବା ଶୁଭ୍ରାଂଶୁ ଶତପଥୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି ପୋଲିସ।...

ପୁଅର ଶାବଳ ମାଡ଼ରେ ବାପା, ଭାଇବୋହୂ ଗୁରୁତର

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଧୂଷୁରୀ ଥାନା ଅସୁରାଳି ହଂସପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଶାବଳ ମାଡ଼ରେ ବାପା ଓ ଭାଇବୋହୂ...

ପାନ ଦୋକାନରୁ ଜବତ ହେଲା କୋରେକ୍ସ

ନୟାଗଡ଼ ଅଫିସ,୨।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଚଢ଼ାଉ କରାଯାଉଛି। କ୍ୟାବିନ୍‌ କରି ପାନ ଦୋକାନ...

ମଧୁର ଜଳ ବିନା ଉଜୁଡ଼ିବ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୧୭।୮: କେନ୍ଦ୍ରାପଡ଼ା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ବିପଦର ସମ୍ମୁଖୀନ ହେବାକୁ ଯାଉଛି। କାରଣ ଏହି ଆର୍ଦ୍ରଭୂମିକୁ ଆଗାମୀଦିନରେ ମଧୁର ଜଳ ମିଳିବା...

ବଡଟେମରି ମଣ୍ଡିକୁ ଅଲଗା କରିବାକୁ ଦାବି

କୋକସରା,୨୨।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଚାରବାହାଲ ପ୍ୟାକ୍ସ ଅଧୀନରେ ଥିବା ମୋଟେର ମଣ୍ଡିରୁ ରଣମାଲ ପ୍ୟାକ୍ସର ବଡଟେମରି ମଣ୍ଡିକୁ ସମ୍ପୂର୍ଣ୍ଣ ଅଲଗା କରିବାକୁ...

ମୟୂରଭଞ୍ଜରୁ ୬ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଛୁଇଁଲା

ବାରିପଦା ଅଫିସ, ୮।୬: ମୟୂରଭଞ୍ଜ ଜିଲାରୁ ସୋମବାର ନୂଆ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ...

କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ...

ବାହାର ଜିଲାବାସୀଙ୍କୁ ପୁରୀ ସ୍ବର୍ଗଦ୍ୱାର ମନା: ହାଇକୋର୍ଟରେ ମାମଲ

କଟକ ଅଫିସ,୧୪।୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ବାହାର ଜିଲାବାସୀଙ୍କୁ ବାରଣ କରାଯାଇଛି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ...

Advertisement


Archives

Model This Week