Posted inଖେଳ

‘ପୂରା ହେବାକୁ ଯାଉଛି ଦୀର୍ଘ ଦିନର ସ୍ବପ୍ନ’

ନୂଆଦିଲ୍ଲୀ, ୨୨ା୨- ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ସତ ହେବାକୁ ଯାଉଛି କର୍ନାଟକ ଅଲରାଉଣ୍ଡର କ୍ରିଷ୍ଣପ୍ପା ଗୋଥାମଙ୍କ ଦୀର୍ଘ ଦିନର ସ୍ବପ୍ନ। ୟୁଏଇରେ ଅନୁଷ୍ଠିତ ଗତ ଆଇପିଏଲରେ ସେ ନିଜ ଆଇଡଲ ତଥା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଠାରୁ ନେଇଥିଲେ ଅଟୋଗ୍ରାଫ ପ୍ରାପ୍ତ ଛୋଟିଆ ବ୍ୟାଟ। ଆଉ ଚଳିତ ବର୍ଷ ସିଏସ୍‌କେ ପାଇଁ ଖେଳିବାକୁ ଯାଉଛନ୍ତି ଏହି ୩୨ ବର୍ଷୀୟ ଅଲରାଉଣ୍ଡର।

”ମୁଁ ଅଜିଙ୍କ୍ୟ ରାହାନେ ଓ ଲୋକେଶ ରାହୁଲଙ୍କ ନେତୃତ୍ୱରେ ଖେଳିଛି। ଦୁହେଁ ଜବରଦସ୍ତ କ୍ୟାପଟେନ। ଏବେ ମୁଁ ଧୋନୀଙ୍କ ନେତୃତ୍ୱରେ ଖେଳିବାକୁ ବ୍ୟଗ୍ର। ଏହା ମୋ ପାଇଁ ସ୍ବପ୍ନ ସତ ହେଲା ଭଳି। ଧୋନୀଙ୍କ ନେତୃତ୍ୱରେ ଖେଳିବାକୁ ମୁଁ ସର୍ବଦା ଚାହେଁ। ସେ ଦେଶକୁ ବିଶ୍ୱକପ୍‌ ଦେଇଛନ୍ତି ଓ ୩ଟି ଆଇପିଏଲ ମଧ୍ୟ ଜିତିଛନ୍ତି। ତାଙ୍କ ନେତୃତ୍ୱରେ ଖେଳିବାକୁ ମୁଁ ଅପେକ୍ଷା କରିପାରୁ ନାହିଁ“ ବୋଲି ଆଇପିଏଲର ଇତିହାସର ସବୁଠୁ ଦାମୀ ଅନ୍‌କ୍ୟାପଡ୍‌ ଖେଳାଳି ଗୋଥାମ ଏକ ସାକ୍ଷାତ୍‌କାରରେ କହିଛନ୍ତି। ଉଲ୍ଲେଖଥାଉ କି, ସ୍ପିନ ଅଲରାଉଣ୍ଡଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୯.୨୫ କୋଟି ଟଙ୍କାରେ ଅକ୍‌ଶନରେ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri