ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ହେଲା ମାମଲା

କଟକ ଅଫିସ,୧।୬: ଆସନ୍ତା ଜୁନ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଥିବା ଜଣାପଡ଼ିଛି। ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ଲାଗି ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗ କରି ମ୍ୟାଚ ବନ୍ଦ କରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ମାମଲା ଦାୟର ହୋଇଛି। ଏଥିରେ ରାଜ୍ୟ ସରକାର, ବିସିସିଆଇ ଆଦି ୧୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି।

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚ୍‌ ଲାଗି ବୁଧବାରଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ଆରମ୍ଭ ହୋଇଛି। ୯ ତାରିଖରୁ ବାରବାଟୀ ଷ୍ଟାଡିୟମର ଟିକେଟ କାଉଣ୍ଟରରେ ଅଫଲାଇନ୍‌ରେ ଟିକେଟ ବିକ୍ରି ହେବ। ଏହି ମ୍ୟାଚକୁ ନେଇ କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି। ଟିକେଟ କିିଣିବାକୁ ମଧ୍ୟ ଉତ୍ସାହ ଦେଖିବାକୁ ମିଳୁଛି। ତେବେ ହାଇକୋର୍ଟକୁ ମାମଲା ଯାଇଥିବାରୁ ପରବର୍ତ୍ତୀ ସୂଚନା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri